୨୦୨୪ରେ ରାଜଧାନୀରେ ବଢିଛି ସାଇବର ଅପରାଧ, ଗୋଟିଏ ବର୍ଷରେ ୮୨ କୋଟି ଠକେଇ
ଭୁବନେଶ୍ୱର: ସାମ୍ନାକୁ ଆସିଲା କମିଶନରେଟ ପୋଲିସର ବାର୍ଷିକ ରିପୋର୍ଟ। କମ୍ୟୁନିଟି ପଲିସିକୁ ଗୁରୁତ୍ୱ ଦେବ କମିଶନରେଟ ପୋଲିସ। ସାଧାରଣ ଲୋକଙ୍କ ସହଭାଗିତାରେ ହେବ ଅପରାଧ ନିୟନ୍ତ୍ରଣ। ନୂଆବର୍ଷରେ ନୂଆ ସଂକଳ୍ପ ନେବା ସହ ଅପରାଧ ତାଲିକା ପ୍ରକାଶ କରିଛି। ଭୁବନେଶ୍ୱର ୟୁପିଡ଼ିରେ…