ପଞ୍ଜାବ ସରକାରଙ୍କ ବଡ ଘୋଷଣା, ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା, ସରକାରୀ କର୍ମଚାରୀ ବି ପାଇବେ ସୁବିଧା
ନୂଆଦିଲ୍ଲୀ : ପଞ୍ଜାବବାସୀଙ୍କ ପାଇଁ ଏକ ବଡ ଖୁସି ଖବର । ପଞ୍ଜାବର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କାର ବାର୍ଷିକ କ୍ୟାସ୍ଲେସ୍ ସ୍ୱାସ୍ଥ୍ୟ ବୀମାର ଲାଭ ମିଳିବ । ଏହାସହ ପଞ୍ଜାବ ଦେଶର ପ୍ରଥମ ରାଜ୍ୟ ହୋଇଛି, ଯେଉଁଠାରେ…
