ଲମ୍ବା ଇନିଂସ ଖେଳିବ ବିଜେପି ସରକାର : ମନମାହନ
ଭୁବନେଶ୍ବର: ଚତୁର୍ଥ ଥର ପାଇଁ ବିଜେପିର ରାଜ୍ୟ ସଭାପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ମନମୋହନ ସାମଲ କହିଛନ୍ତି ରାଜ୍ୟରେ ବିଜେପି ସରକାର ୨୦୩୬ ମସିହା ବି ଦେଖିବ ୨୦୪୭ ମସିହା ବି ଦେଖିବ। ବିଜେପି ସରକାର ଲମ୍ବା ଇନିଙ୍ଗିସ…
ଭୁବନେଶ୍ବର: ଚତୁର୍ଥ ଥର ପାଇଁ ବିଜେପିର ରାଜ୍ୟ ସଭାପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ମନମୋହନ ସାମଲ କହିଛନ୍ତି ରାଜ୍ୟରେ ବିଜେପି ସରକାର ୨୦୩୬ ମସିହା ବି ଦେଖିବ ୨୦୪୭ ମସିହା ବି ଦେଖିବ। ବିଜେପି ସରକାର ଲମ୍ବା ଇନିଙ୍ଗିସ…
କେନ୍ଦୁଝର : ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଆଜି ରାଜ୍ୟବ୍ୟାପି ୭ଦଫା ସମ୍ବଳିତ ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦଳନ ହୋଇଛି। ଫଳରେ ଅଖଚକ ବନ୍ଦ ହୋଇ ଯାଇଛି। ଏହା ଦ୍ବାରା ଯାତାୟତ ବ୍ୟାହତ ହୋଇଯାଇଥିବାରୁ ସାଧାରଣଲୋକେ ଯାଆସ କରିନପାରି ବହୁ…
ଭୁବନେଶ୍ବର: ପୁରୀ ପାଇଁ ସରକାର ବଡ଼ ଯୋଜନା କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ନିୟନ୍ତ୍ରଣ ପାଇଁ ମେଗା ପ୍ଲାନ୍ କରାଯାଉଛି। ଏକା ସାଙ୍ଗରେ ୨୫ ଲକ୍ଷ ଶ୍ରଦ୍ଧାଳୁ ପୁରୀ ଆସି କେମିତି ଶୃଙ୍ଖଳିତ ଦର୍ଶନ କରି ଫେରିବେ ସେ ନେଇ…
ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଶେଷ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଯାଇଛି କରୁଣାର ଅମୃତଧାରା ଓ ଅଶରୀରୀଙ୍କ ମୋକ୍ଷର ପର୍ବ ଶ୍ରୀଜଗନ୍ନାଥଙ୍କ ଅଧରପଣା | ନବଦିନାତ୍ମକ ଯାତ୍ରା ସାରି, ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବା ପଥରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା…
ଭୁବନେଶ୍ୱର: କୌଣସି ନଦୀରେ ବିପଦ ସଙ୍କେତ ସ୍ଥିତି ନାହିଁ । କିନ୍ତୁ ନଦୀ ଗୁଡିକରେ ଜଳସ୍ତର ବଢ଼ୁଛି । ସେପଟେ ଅତ୍ୟଧିକ ବର୍ଷା ଯୋଗୁଁ ଭଦ୍ରକ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ କ୍ଷୟକ୍ଷତି ହୋଇଛି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…
ଭୁବନେଶ୍ଵର: ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି କାର୍ଯ୍ୟରେ କ୍ଷେତ୍ର କର୍ମଚାରୀ ଓ ଜନସାଧାରଣଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଏହି…
ଆରଡି: ଉପରମୁଣ୍ଡ ଏବଂ ତଳମୁଣ୍ଡରେ ଲଗାଣ ବର୍ଷା ଯୋଗୁ ପୁଣି ଆରଡି ଅଞ୍ଚଳରେ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଉଛୁଳିବାରେ ଲାଗିଛି। ଆଖୁପଦା ନିକଟରେ ବୈତରଣୀ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ତଳମୁଣ୍ଡରେ ଲଗାଣବର୍ଷା ଓ…
ଭୁବନେଶ୍ବର: ରାଜ୍ୟ ସରକାର ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲାରୁ ଶାସନ କରିବେ। ବିଗତ କିଛି ଦଶନ୍ଧି ପୂର୍ବରୁ ରାଜ୍ୟର ସବୁଠାରୁ ପଛୁଆ ଅଞ୍ଚଳ ଭାବେ ଦେଶରେ ପରିଚିତ ଥିବା କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ। ରାଜସ୍ବ ମନ୍ତ୍ରୀ ସରେଶ ପୂଜାରୀ…
ଫୁଲବାଣୀ: ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୁଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଆଜି ସ୍ଥାନୀୟ ଜିଲ୍ଲା ପୁଲିସ ମୂଖ୍ୟାଳୟରେ…
ବାଲିପାଟଣା: ସୀମା ଟପିଲା ଅମାନୁଷିକତା। ବାଉଁଶମୂଳିରେ ବିଦ୍ୟୁତ ବିଭାଗର ଜଣେ କର୍ମଚାରୀଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଏହି ଘଟଣା ଆଦିବାସୀ ଅଧ୍ୟୁଷିତ କିମ୍ବା ଦୁର୍ଗମ ଅଞ୍ଚଳରେ ନୁହେଁ। ରାଜଧାନୀ ଉପକଣ୍ଠ ବାଲିପାଟଣା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ଏହି ସମ୍ବେଦନଶୀଳ…