୯୫ ଦିନରେ ସଂପୂର୍ଣ୍ଣ ହେଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି କାମ
ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆଜି ସମ୍ପୂର୍ଣ୍ଣ ହୋଇଛି। ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି କାମ ଶେଷ ହୋଇଛି। ଏହି ଗୁରୁତ୍ବପୂର୍ଣ୍ଣ କାମ ଏଏସ୍ଆଇର ପ୍ରତ୍ୟକ୍ଷ ତତ୍ତ୍ବାବଧନରେ ସମ୍ପୂର୍ଣ୍ଣ ହୋଇଛି। ଏଥି…
