ବନ୍ୟାଜଳରେ ଭାସିଗଲେ ୨୭ ଶିଶୁ, ମୃତ୍ୟୁ ସଂଖ୍ୟା ୫୦କୁ ବୃଦ୍ଧି
ଟେକ୍ସାସ : ଆମେରିକାର ଦକ୍ଷିଣ-କେନ୍ଦ୍ରାଞ୍ଚଳସ୍ଥିତ ଟେକ୍ସାସ ରାଜ୍ୟର କେର୍ କାଉଣ୍ଟିରେ ପ୍ରବଳ ବର୍ଷା ପରବର୍ତ୍ତୀ ବନ୍ୟା ଯୋଗୁ ସାଂଘାତିକ ଅବସ୍ଥା ସୃଷ୍ଟି ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ବର୍ତ୍ତମାନ ସୁଦ୍ଧା ୫୦ ଜଣଙ୍କ ମୃତ୍ୟୁ ଘଟିଛି। ୨୭ ଶିଶୁ ବନ୍ୟାଜଳରେ ଭାସିଯାଇ…
