2025

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଦିଲେଶ୍ୱର ମାଝୀ ଗିରଫ

ଭୁବନେଶ୍ୱର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବଲାଙ୍ଗୀରର କଣ୍ଟାବାଞ୍ଜି ଆର୍ ଆଣ୍ଡ ବି ଡିଭିଜନ ଅଧୀନରେ ଥିବା ଟିଟଲାଗଡ଼ ଆର୍ ଆଣ୍ଡ ବି ସବ-ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ। ଗତକାଲି ଦିଲେଶ୍ୱରଙ୍କ ନିକଟରେ ଆୟବହିର୍ଭୁତ…

ସ୍ବାଭାବିକ ହେଲା ଭୁବନେଶ୍ବର ମହାନଗର ନିଗମରେ କାର୍ଯ୍ୟ, ନିୟୋଜିତ ହେଲେ ଗନ୍ ମ୍ୟାନ

ଭୁବନେଶ୍ବର : ସ୍ବାଭାବିକ ହେଲା ଭୁବନେଶ୍ବର ମହାନଗର ନିଗମରେ କାର୍ଯ୍ୟ । କର୍ମଚାରୀମାନେ କାର୍ଯ୍ୟରେ ଯୋଗ ଦେଇଛନ୍ତି । କର୍ମଚାରୀଙ୍କ ପାଇଁ ବଢିଲା ସୁରକ୍ଷା । ନିୟୋଜିତ ହେଲେ ଗନ୍ ମ୍ୟାନ। ସୁରକ୍ଷା ବ୍ୟବସ୍ଥା ନେଇ ପୋଲିସ କମିଶନରଙ୍କ ସହ ଆଲୋଚନା…

ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ନେଇ ପାରିବେ ପ୍ରସବ କାଳୀନ ଛୁଟି

କଟକ: ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀମାନେ ନେଇ ପାରିବେ ପ୍ରସବ କାଳୀନ ଛୁଟି। ଏହି ରାୟ ଦେଇଛନ୍ତି ହାଇକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ। ପୂର୍ବରୁ ଏକ ଆବେଦନର ଶୁଣାଣି କରି ହାଇକୋର୍ଟଙ୍କ ଜଣକିଆ ଖଣ୍ଡପୀଠ ଅନୁରୂପ ରାୟ ଦେଇ ଚୁକ୍ତିଭିତ୍ତିକ ମହିଳାଙ୍କୁ…

ତାଲିବାନ ଶାସନକୁ ଆନୁଷ୍ଠାନିକ ସ୍ୱୀକୃତି ଦେଲା ରୁଷ: ଏମିତି କହିଲେ ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରୀ

ଆଫଗାନିସ୍ତାନରେ ତାଲିବାନ ଶାସନକୁ ଆନୁଷ୍ଠାନିକ ଭାବେ ସ୍ୱୀକୃତି ଦେଇଛି ରୁଷ । ଏନେଇ ଗୁରୁବାର ଦିନ କାବୁଲରେ ଥିବା ରୁଷ ରାଷ୍ଟ୍ରଦୁତ ଦିମିତ୍ରୀ ଝିରନୋଭ୍‍ଙ୍କୁ ଭେଟିଥିଲେ ତାଲିବାନର ବୈଦେଶିକ ମନ୍ତ୍ରୀ ଆମିର ଖାନ୍‍ ମୁତ୍ତାକୀ । ଏହି ଭେଟଘାଟ ପରେ ମୁତ୍ତାକୀ…

ଜେଲରେ ରାତି କାଟିଲେ ଜଗା: କାର୍ଯ୍ୟରେ ଯୋଗ ଦେଲେ ଓଏଏସ ଅଧିକାରୀ

ଭୁବନେଶ୍ବର: ଗୁରୁବାର ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବିଜେପି ନେତା ଜଗା ପ୍ରଧାନ ଗିରଫ ହେବା ପରେ, ଏବେ ସ୍ଥିତି ପୁଣି ପୂର୍ବ ଅବସ୍ଥାକୁ ଫେରୁଛି । ଓଏଏସ ସଂଘ ଆନ୍ଦୋଳନରୁ ଓହରିଥିବା ବେଳେ ଆଜି କାର୍ଯ୍ୟକୁ ଫେରିଛନ୍ତି ଓଏଏସ…

ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି, ମିଳିବ ଅନେକ ପ୍ରକାର ସୁବିଧା

ଭୁବନେଶ୍ୱର: ୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି। ଦିଲ୍ଲୀରୁ ଫେରି ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଶାହଙ୍କ ସହ ବୈଠକ ପରେ ଦେଲେ ସୂଚନା। ମନ୍ତ୍ରୀଙ୍କ କହିବା…

‘ବାହୁଡ଼ା ଯାତ୍ରା ସୁପରିଚାଳନା ପାଇଁ ସମସ୍ତ ପ୍ରକାର ଦିଗକୁ ଲକ୍ଷ ରଖା ଯାଇଛି’

ଭୁବନେଶ୍ବର: ମହାପ୍ରଭୁଙ୍କ ଆଶୀର୍ବାଦରୁ ବାହୁଡ଼ା ଯାତ୍ରାଠୁ ନେଇ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଫଳତାର ସହିତ ଆୟୋଜନ ହେବ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହା କହିଛନ୍ତି। ବାହୁଡ଼ା ଯାତ୍ରା ସୁପରିଚାଳନା ପାଇଁ ସମସ୍ତ…

ଘାନା ସଂସଦରେ ପ୍ରଧାନମନ୍ତ୍ରୀଙ୍କ ସମ୍ୱୋଧନ, କହିଲେ- ଆମ ପାଇଁ ଗଣତନ୍ତ୍ର ଏକ ବ୍ୟବସ୍ଥା ନୁହେଁ, ଏକ ସଂସ୍କୃତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗୁରୁବାର ଘାନାର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଦ ଅଫିସର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଅଫ୍ ଦ ଘାନା’ରେ ସମ୍ମାନିତ କରାଯାଇଛି । ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘାନା ସଂସଦଙ୍କୁ ସମ୍ୱୋଧିତ…

ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ବସ୍ତି

କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ବସ୍ତି । ସିବିଆଇ ଚଢ଼ାଉ ମାମଲାରେ ମିଳିଲା ସାମୟିକ ଆଶ୍ବସ୍ତି । ପରବର୍ତ୍ତୀ ଶୁଣାଣି ଯାଏ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ବିଷ୍ଣୁପଦ…

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଟ୍ରାନ୍ସଫର୍ମର ବିସ୍ଫୋରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏମ୍ସର ଟ୍ରମା ସେଣ୍ଟରରେ ଲାଗିଥିବା ଟ୍ରାନ୍ସଫର୍ମର ବିସ୍ଫୋରଣ ହୋଇଛି। ଖବର ପାଇ ୮ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଆରମ୍ଭ…