ଶରଧାବାଲି ଦଳାଚକଟା ଘଟଣା, ତଦନ୍ତ ପାଇଁ ୪ ଜଣିଆ ସ୍ବତନ୍ତ୍ର ଟିମ୍ ଗଠନ କଲେ ରାଜ୍ୟ ସରକାର
ପୁରୀ : ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍ ଗଠନ କରିଛନ୍ତି ରାଜ୍ୟ ସରକାର । ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍ ଅଧିକାରୀଙ୍କୁ ସାମିଲ…
