ପୁରୀ ଦୁର୍ଘଟଣା ପାଇଁ ସରକାରଙ୍କୁ ଦାୟୀ କଲେ ନବୀନ, କହିଲେ – ‘ଏହା ଶାସନଗତ ବିଫଳତା’
ଭୁବନେଶ୍ୱର: ପୁରୀ ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣାକୁ ନେଇ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ସିଧାସଳଖ ଦାୟୀ କରିଛନ୍ତି। ରଥଯାତ୍ରା ପରିଚାଳନାରେ ସରକାରଙ୍କ ଚରମ ଉଦାସୀନତା ଓ ପ୍ରଶାସନିକ ବିଫଳତା ଯୋଗୁଁ ଏଭଳି ଦୁଃଖଦ ଘଟଣା…
