2025

ଧୋଇଗଲା ଜାମୁଘାଟ ପୋଲ, ଉଦଳା – ବାଲେଶ୍ୱର ଯୋଗାଯୋଗ ବିଛିନ୍ନ

ଉଦଳା : ଧୋଇଗଲା ଜାମୁଘାଟ ପୋଲ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଉଦଳା – ବାଲେଶ୍ୱର ରାସ୍ତାର କଇଁସାରି ଠାରେ ଥିବା ଜାମୁଘାଟ ପୋଲ ଧୋଇ ହୋଇଯାଇଛି। ଦେଓ ନଦୀରେ ଜଳସ୍ତର ବୃଦ୍ଧି ପାଇବାରୁ ଜାମୁଘାଟ ପୋଲ ପ୍ରଥମେ ବୁଡ଼ି…

କୋଲକାତା ‘ଲ’ କଲେଜ ଛାତ୍ରୀ ଗଣଦୁଷ୍କର୍ମ ମାମଲାରେ ୪ ଗିରଫ: ଶନିବାର ସିକ୍ୟୁରିଟି ଗାର୍ଡକୁ ଧରିଲା ପୁଲିସ

କୋଲକାତା: ପଶ୍ଚିମବଙ୍ଗ ଦକ୍ଷିଣ କୋଲକାତା ‘ଲ’ କଲେଜ ପରିସରରେ ଜଣେ ପ୍ରଥମ ବର୍ଷର ଆଇନ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଶନିବାର କୋଲକାତା ପୋଲିସ କଲେଜର ଜଣେ ସୁରକ୍ଷା କର୍ମୀଙ୍କୁ ଗିରଫ କରିଛି। ଏହି ମାମଲାରେ ଏହା ଚତୁର୍ଥ ଗିରଫ। ଏହା ପୂର୍ବରୁ…

ବିଳମ୍ବରେ ମହାପ୍ରଭୁଙ୍କ ରଥଟଣା: ମନ୍ତ୍ରୀ କହିଲେ, ‘କାଳିଆର ଇଚ୍ଛା’

ପୁରୀ: ସମୟ ଭିତରେ ଗଡିପାରିଲାନି ମହାପ୍ରଭୁଙ୍କ ରଥ । ବିଳମ୍ବ ହେଲା । ସନ୍ଧ୍ୟା ପରେ ଗଡିଲା କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ । ରାତି ପ୍ରାୟ ୭ଟା ୪୫ ମିନିଟରେ ନନ୍ଦିଘୋଷ ରଥକୁ ଟିକିଏ ଗଡାଯାଇ ଗତକାଲି ରଥଟଣାକୁ ସ୍ଥଗିତ…

ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ୍‌ ଯବାନ ମୃତ

ଇସଲାମାବାଦ : ଉତ୍ତରପଶ୍ଚିମ ପାକିସ୍ତାନରେ ଶନିବାର ଆତ୍ମଘାତୀ ବିସ୍ଫୋରଣରେ ୧୩ ପାକ୍‌ ଯବାନଙ୍କ ମୃତ୍ୟୁ ଘଟିଛି । ଖାଇବର ପଖଟୁଙ୍ଖୱା ଉତ୍ତର ୱାଜିରିସ୍ତାନରେ ଏହି ଆତ୍ମଘାତୀ ବିସ୍ଫୋରଣ ଘଟିଛି । ୧୩ ପାକ୍‌ ଯବାନଙ୍କ ମୃତ୍ୟୁ ହେବା ସହ ଆଉ ୧୦…

କାଳିଆ ସାଆନ୍ତଙ୍କ ଲୀଳା କ୍ଷେତ୍ର କାଙ୍କଣଶିଖରୀରେ ନିଆରା ରଥଯାତ୍ରା, ଜଳ ରାଶିରେ ଗଲେ ମହାପ୍ରଭୁ

ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭାବର ଠାକୁର। ଭାବ ଥିଲେ ତାଙ୍କୁ ପାଇବା ହୋଇଯାଏ ସହଜ । ଏହି ଭାବକୁ ନେଇ ସାରା ବିଶ୍ୱରେ ପ୍ରସିଦ୍ଧ ରଥଯାତ୍ରା ପର୍ବକୁ ବହୁ ଆନନ୍ଦ ଉଲ୍ଲାସରେ ପାଳନ କରାଯାଇଛି । ଭକ୍ତ ଓ ଭଗବାନଙ୍କ…

ଭିଜିଲାନ୍ସ ଜାଲରେ ସହାୟକ ଯନ୍ତ୍ରୀ; ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ୭ ସ୍ଥାନରେ ଚଢାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଫସିଲେ ଗଞ୍ଜାମ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କର ୭ଟି ଠିକଣାରେ ଏକକାଳୀନ ଚଢାଉ କରିଛି। ଗଞ୍ଜାମ ଓ ପୁରୀ ସମେତ ଏକାକାଳୀନ ୭ଟି…

ଖାମେନିଙ୍କୁ ଅପମାନିତ କରନ୍ତୁ ନାହିଁ ଟ୍ରମ୍ପ ; ନହେଲେ ନିଜର ଶକ୍ତି ଦେଖାଇବେ – ଇରାନର ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ : ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଅରାଘଚୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପାଲଟା ଜବାବ ଦେଇଛନ୍ତି । ସେ କହିଛନ୍ତି, ଯଦି ଟ୍ରମ୍ପ ସତରେ ଇରାନ ସହ ବୁଝାମଣା କରିବାକୁ ଚାହୁଁଛନ୍ତି ତେବେ ଅପମାନଜନକ ଭାଷାରୁ ଦୂରେଇ ରୁହନ୍ତୁ…

ପୁରୀରେ ଗୌତମ ଆଦାନୀ ଶରଧା ବାଲିରେ ଶ୍ରୀଜିଉଙ୍କୁ କଲେ ଦର୍ଶନ

ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ ପହଞ୍ଚିଲେ ଗୌତମ ଆଦାନୀ ଏବଂ ତାଙ୍କ ପରିବାର ଲୋକ । ସେ ଭୁବନେଶ୍ବରରେ ପହଞ୍ଚି ପୁରୀ ଅଭିମୁଖେ ଯାତ୍ରା କରିଥିବା ଜଣାପଡିଛି । ତାଙ୍କ ଲକ୍ଷ୍ୟ ହେଉଛି ଯେ, ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ପ୍ରସାଦ…

ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ପୁରୀ: ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ମହାପ୍ରଭୁ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି। ରତ୍ନ ସିଂହାସନ ଛାଡ଼ି ନବଦିନାତ୍ମକ ଯାତ୍ରାରେ ମାଉସୀ ମା ଘରକୁ ଯାଇଛନ୍ତି ମହାବାହୁ। ଏହାରି ମଧ୍ୟରେ ପୁଣି ଆରମ୍ଭ…

ବଲିଉଡ ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ଦେହାନ୍ତ

ବଲିଉଡ ଅଭିନେତ୍ରୀ ତଥା ମଡେଲ ଶେଫାଳୀ ଜରିୱାଲାଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ପରଲୋକ ଘଟିଛି । ବିଳମ୍ବିତ ରାତିରେ ନିଜ ଘରେ ଥିବା ବେଳେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କ ସ୍ୱାମୀ ପରାମ ତ୍ୟାଗୀ ତୁରନ୍ତ ତାଙ୍କୁ ହସ୍ପିଟାଲକୁ ନେଇଥିଲେ ।…