2025

ଖାମଖିଆଲି ମନ୍ତବ୍ୟ ପାଇଁ ଆମେରିକା ରାଷ୍ଟ୍ରପତିଙ୍କୁ କଡ଼ା ନିନ୍ଦା କଲା ଜାପାନ

ଟୋକିଓ : ଇରାନ ଉପରେ ଆମେରିକୀୟ ବିମାନ ଆକ୍ରମଣକୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ହିରୋସିମା ଏବଂ ନାଗାସାକି ପରମାଣୁ ବୋମା ମାଡ଼ ସହିତ ତୁଳନା କରିଥିବାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ କଡ଼ା ନିନ୍ଦା କରିଛି ଜାପାନ। ୧୯୪୫ ମସିହାରେ ଦୁଇଟି…

ପ୍ରବଳ ବର୍ଷା ପାଇଁ ସତର୍କ କଲା ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର,୨୭ା୬: ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା କରି ଗୃହ ଓ ନଗର ଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ସତର୍କ କରିଛି। ଏଥିଜନିତ ସ୍ଥିତିର ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଜାରି କରିଛି। ବିଭାଗର ପ୍ରମୁଖ ସଚିବ…

ଜୁନ ୩୦ରେ ଜନସାଧାରଣଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦ ତାରିଖ(ସୋମବାର) ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ…

ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କଲେ ଗଜପତି ମହାରାଜ

ପୁରୀ : ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି…

ଶ୍ରୀକ୍ଷେତ୍ର ଜନ ସମୁଦ୍ର : ନିର୍ବିଘ୍ନରେ ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବଦିନବ୍ୟାପୀ ଯାତ୍ରା । ଶ୍ରୀକ୍ଷେତ୍ର ହୋଇଯାଇଛି ଜନସମୁଦ୍ର | ମହାପ୍ରଭୁଙ୍କ ପାଇଁ ପୁରୀରେ ପ୍ରବଳ ଭିଡ । ଭକ୍ତଙ୍କ ସମାଗମ ଦେଖି ଏମିତି ଲାଗୁଛି ସତେ ଯେମିତି ମହାପ୍ରଭୁଙ୍କ ଦର୍ଶନ ଲାଗି ବଡ଼ଦାଣ୍ଡରେ ଜନସମୁଦ୍ର…

ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କ ନବଯୌବନ ଦର୍ଶନ

ଆଠଗଡ଼: ଆଠଗଡ଼ର ଆରାଧ୍ୟ ପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଦେବଙ୍କ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୫ ଦିନ ପରେ ଅଣସର ଘରୁ ବାହାରିଥିବା ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କୁ ଏହି ଅପରୂପ ବେଶରେ ଦର୍ଶନ ପାଇଁ ବହୁ…

ଭୁବନେଶ୍ୱରରେ ଇସ୍କନ ରଥଯାତ୍ରା ପାଇଁ ଟ୍ରାଫିକ୍ କଟକଣା

ଭୁବନେଶ୍ୱର: ଭୁବନେଶ୍ୱରର ଇସ୍କନ ମନ୍ଦିରର ରଥଯାତ୍ରା, ବାହୁଡା ଯାତ୍ରା ଏବଂ ସୁନାବେଶ ଉତ୍ସବକୁ ଦୃଷ୍ଟିରେ ରଖି, କମିସନରେଟ୍ ପୁଲିସ ଭକ୍ତମାନଙ୍କ ପାଇଁ ସୁଗମ ଯାନବାହାନ ଚଳାଚଳ ଏବଂ ଅସୁବିଧାମୁକ୍ତ ଅଂଶଗ୍ରହଣ ସୁନିଶ୍ଚିତ କରିବା ପାଇଁ ଏକ ବିସ୍ତୃତ ଟ୍ରାଫିକ୍ ପରାମର୍ଶ ଜାରି…

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ଶେଷ : ସୁରକ୍ଷାରେ ୧୪ ପ୍ଲାଟୁନ ପୋଲିସ ଫୋର୍ସ

କୋରାପୁଟ : ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପବିତ୍ର ରଥଯାତ୍ରା ନେଇ କୋରାପୁଟ ଶାବର ଶ୍ରୀକ୍ଷେତ୍ର ହୋଇ ଉଠିଛି ଚଳଚଞ୍ଚଳ। ୩ ରଥ ଏବଂ ବଡଦାଣ୍ଡ ପ୍ରସ୍ତୁତ ହୋଇ ରହିଥିବା ବେଳେ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ମଧ୍ୟରେ ଶେଷ କରିବା ପାଇଁ…

ମାଓବାଦୀଙ୍କ ସହିଦସ୍ତମ୍ଭକୁ ଧ୍ବଂସ କଲେ ଯବାନ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଯବାନ ନକ୍ସଲଙ୍କ ସହିଦସ୍ତମ୍ଭକୁ ଧ୍ବଂସ କରିଛନ୍ତି। ବିଜାପୁର ଜିଲ୍ଲାର ନେଲସନାର ଥାନା ଅଂଚଳରେ ଥିବା ଇନ୍ଦ୍ରାବତୀ ନଦୀ କୂଳରେ ଥିବା ଗ୍ରାମ ବାଙ୍ଗୋଲି ଗ୍ରାମ ନିକଟରେ ଯବାନମାନେ କମ୍ବିଂ ଅପରେସନ୍‌ରେ ଥିଲେ। ଏହି ଗ୍ରାମ…

ଓଡ଼ିଶା ହେବ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ: ଅବକାରୀ ମନ୍ତ୍ରୀ

ଭୁବନେଶ୍ବର: ନିଶା ନିବାରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବା ପାଇଁ ଏକ ଅଭିଯାନ ଆରମ୍ଭ କରିଛନ୍ତି। ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗୁରୁବାର ଘୋଷଣା କରିଛନ୍ତି ଯେ, ରାଜ୍ୟ ସାରା…