କଟକରେ ବର୍ଷା: ଭୁଶୁଡ଼ିଲା ଶିଶୁଭବନ କାନ୍ଥ, ସିଡିଏରେ ଦବିଲା ୨୦ ଫୁଟ୍ ରାସ୍ତା
କଟକ/ବାରଙ୍ଗ: ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। କଟକ ସହର ଏଥିରୁ ବାଦ୍ ପଡ଼ି ନାହିଁ। କଟକ ସହିତ ଏହାର ଆଖପାଖ ଅଞ୍ଚଳରେ…
