ଜ୍ବରରେ ପୀଡ଼ିତ ମହାପ୍ରଭୁ ସୁସ୍ଥ ହେଲେ; ଶ୍ରୀନଅରରେ ପହଞ୍ଚିଲା ଖବର
ପୁରୀ: ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ସ୍ନାନ ବେଦୀରେ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ମହାପ୍ରଭୁ ଆଜି ସମ୍ପୂର୍ଣ୍ଣ ସୁସ୍ଥ ହେବା ଖବର ଶ୍ରୀନଅରରେ ପହଞ୍ଚିଛି। ଆଜି ଦ୍ବାଦଶୀ ତିଥିରେ ଦଇତା ଓ ପତି ମହାପାତ୍ର ସେବାୟତମାନେ ଶ୍ରୀନଅର…
