2025

କଂଗ୍ରେସର ବଡ଼ ସମାବେଶ: ଜୁଲାଇ ୯ରେ ରାହୁଲଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ଦ୍ବିତୀୟ ସପ୍ତାହର ଓଡ଼ିଶା ଆସିବେ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ । ଭୁବନେଶ୍ୱରରେ କଂଗ୍ରେସ ପକ୍ଷରୁ ବଡ଼ ସମାବେଶ ହେବାକୁ…

କାଲି ଆସିବେ ମୋଦି: ଟ୍ରାଫିକ ପରାମର୍ଶ ଜାରି

ଭୁବନେଶ୍ୱର,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ଶୁକ୍ରବାର, ଜୁନ ୨୦ ଭୁବନେଶ୍ୱର ଗସ୍ତ ନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ବିସ୍ତୃତ ଟ୍ରାଫିକ ପରାମର୍ଶ ଜାରି କରାଯାଇଛି। ଏହା ସହିତ ସାଧାରଣ ଲୋକଙ୍କ ସୁରକ୍ଷା ଓ ଯାନବାହାନ ଚଳାଚଳରେ ସୁବିଧା ପାଇଁ…

ଗୋପାଳପୁର ଗଣଦୁଷ୍କର୍ମ ମାମଲା: କଂଗ୍ରେସ ଗଢ଼ିଲା ୫ ଜଣିଆ ଟିମ୍

ଭୁବନେଶ୍ବର: ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମି ନିକଟରେ ଗତ ରବିବାର ଦିନ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା ନେଇ କଂଗ୍ରେସ ଉଦ୍‌ବେଗ ପ୍ରକାଶ କରିଛି। ଏହି ମାମଲାକୁ ନେଇ କଂଗ୍ରେସ ଏକ କମିଟି ଗଠନ କରିଛି। ଜାତୀୟସ୍ତରରେ ଅଳକା ଲାମ୍ବାଙ୍କ ସହିତ କଂଗ୍ରେସ…

ଭିଟିଏସକୁ ନେଇ ଚିନ୍ତାରେ ଭ୍ୟାନ୍ ମାଲିକ, ସବୁ ଅଂଚଳରେ ନାହିଁ ଇଣ୍ଟରନେଟ୍

ନବରଙ୍ଗପୁର: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଧାନମଣ୍ଡିରେ ସ୍ବଚ୍ଛତା ଆଣିବା ପାଇଁ ନୂଆ ଆପ୍ ଆରମ୍ଭ କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜିଲ୍ଲା ଯୋଗାଣ ବିଭାଗ ପୂରା ଦମ୍ ଲଗାଇଛି। ମଣ୍ଡିରୁ ମିଲ୍କୁ ପରିବହନ…

ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି…

ଯୁବକଙ୍କୁ ଦୁଇଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଲେ : ସାଂସଦଙ୍କ ହସ୍ତକ୍ଷେପ ପରେ ଛାଡ଼ିଲେ

ଭୋଗରାଇ: ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନାରେ ମାମଲା ରୁଜୁ ନହୋଇ ଜଣେ ଯୁବକଙ୍କୁ ଦୁଇ ଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଛନ୍ତି। ଖବର ପାଇ ବାଲେଶ୍ୱର ସାଂସଦ ପହଂଚି ଏସପିଙ୍କ ସହିତ…

ପାରିବାରିକ କଳହରୁ ଆତ୍ମହତ୍ୟା ଉଦ୍ୟମ କଲେ ଗୋଟିଏ ପରିବାରର ୩ ସଦସ୍ୟ : ଶାଶୁ-ବୋହୂ ମୃତ, ପୁଅ ଗୁରୁତର

ଆଠଗଡ଼ : ପାରିବାରିକ କଳହର କରୁଣ ପରିଣତି । ଏକା ସଙ୍ଗେ ବିଷ ପିଇଲେ ଗୋଟିଏ ପରିବାରର ୩ ଜଣ । ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର । କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ବଡ଼ବାରସିଂ…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: କ୍ରାଇମ୍‌ବ୍ରାଞ୍ଚର ତଦନ୍ତ ଜାରି

ବ୍ରହ୍ମପୁର: ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମିରେ ଗତ ରବିବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍‌ ତଦନ୍ତ ଆରମ୍ଭ କରିଛି। ପୀଡ଼ିତାଙ୍କ ବୟାନ ଆଧାରରେ ଆଇଜି ଏସ. ସାଇନିଙ୍କ ନେତୃତ୍ୱରେ ତନାଘନା ଆରମ୍ଭ ହୋଇଛି। ମଙ୍ଗଳବାର ଦିନ କୋର୍ଟ ପରିସରରେ…

ଜି-୭ରେ ଆତଙ୍କବାଦ ପ୍ରସଙ୍ଗ ଉଠାଇଲେ ପ୍ରଧାନମନ୍ତ୍ରୀ

୫୧ତମ ଜି-୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିଭାଷଣ ରଖିଛନ୍ତି । ସୁରକ୍ଷା ଚ୍ୟାଲେଞ୍ଜ ଉପରେ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ମୋଦୀ ଆତଙ୍କବାଦ ବିରୁଦ୍ଧରେ ବିଶ୍ୱ ଲଢେଇକୁ ମଜବୁତ କରିବା ପାଇଁ ଆହ୍ୱନ ଦେଇଛନ୍ତି । ଏହାସହିତ ଆତଙ୍କବାଦଙ୍କ ବିରୋଧରେ…

ଆକ୍ରମଣ କଲେ ଭୟଙ୍କର ପରିଣାମ ଭୋଗିବ ଆମେରିକା – ଇରାନ

ଇସ୍ରାଏଲ ଏବଂ ଇରାନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଷଷ୍ଠ ଦିନରେ ପହଞ୍ଚିଛି। କ୍ରମାଗତ କ୍ଷେପଣାସ୍ତ୍ର ବିନିମୟ ଏବଂ ବିମାନ ଆକ୍ରମଣ ଯୋଗୁ କ୍ଷୟକ୍ଷତି ପରିମାଣ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତି ବ୍ୟାପକ ଆଞ୍ଚଳିକ ସଂଘର୍ଷର ଆଶଙ୍କାକୁ ପ୍ରଶ୍ରୟ ଦେଉଛି। ଇସ୍ରାଏଲ…