2025

୨୦ ରେ ବନ୍ଦ ରହିବ ଭୁବନେଶ୍ୱର ଓ କଟକ ମହାନଗରର ସମସ୍ତ ସ୍କୁଲ

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକରେ ବନ୍ଦ ରହିବ ସମସ୍ତ ସ୍କୁଲ। ଜୁନ ୨୦ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଧ୍ୟାନରେ ରଖି ଭୁବନେଶ୍ବର ଓ କଟକ ମହାନଗର ସ୍ଥିତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ…

ମୋଦୀଙ୍କୁ ଭେଟିଲେ ଜର୍ଜିଆ ମେଲୋନୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । କାନାଡାର କାନାନାସକିସରେ ଅନୁଷ୍ଠିତ ୫୧ତମ ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ ସାମିଲ ହୋଇଥିଲେ । ଏହି ଅବସରରେ ଉଭୟ…

ଭାଇର ଶେଷକୃତ୍ୟ କରିବାକୁ ହସ୍ପିଟାଲରୁ ଆସିଲେ ବିଶ୍ବାସ କୁମାର

ଗାନ୍ଧୀନଗର: ମନରେ କୋହ, ଆଖିରେ ଲୁହ.. ଭାଇର ଶବକୁ କାନ୍ଧ ଦେଲା ବେଳେ ଆଖିରେ ଲୁହ ବୋଲ ମାନୁନି, ବନ୍ଧବାଡ ଭାଙ୍ଗି ବହି ଯାଉଛି । ନିଜକୁ ସମ୍ଭାଳି ହେଉନି, ଲୁହ କୋହକୁ ଅଟକାଇ ହେଉନି । ସାଙ୍ଗରେ ଦୁଇ ଭାଇ…

ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ବିକାଶ ହେଲେ ହିଁ ସମୃଦ୍ଧ ଓଡିଶାର ଲକ୍ଷ୍ୟ ପୂରଣ ହେବ: ମୁଖ୍ୟମନ୍ତ୍ରୀ

ବାରିପଦା: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ । ଏହାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ…

ଇସାରା ଇସାରାରେ ଇସ୍ତଫା ମାଗିଲେ ଅଖିଳେଶ

ନୂଆଦିଲ୍ଲୀ: ଗୁଜୁରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ୨୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ତଦନ୍ତ ଚାଲିଛି। ଏହି ସମୟରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କୌଣସି ଦୁର୍ଘଟଣା କିମ୍ବା କୌଣସି ମନ୍ତ୍ରୀଙ୍କ ନାମ ନ ନେଇ ବିଜେପିକୁ…

କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ

ଭୁବନେଶ୍ୱର: କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ। ରାଜକିଶୋର ପାଢ଼ୀ ପାଇବେ ଚଳିତ ବର୍ଷର ବାଲ୍‌ ସାହିତ୍ୟ ପୁରସ୍କାର। ‘କେତେ ଫୁଲ ଫୁଟିଛି’ ପୁସ୍ତକ ପାଇଁ ପୁରସ୍କୃତ ହେବେ ରାଜକିଶୋର ପାଢ଼ୀ। ଓଡ଼ିଆ ଭାଷା ପାଇଁ…

୮ ଗୁଣା ବଢ଼ିଲା ଭୁବନେଶ୍ଵର ରେଳଷ୍ଟେଶନ ପାର୍କିଂ ଫି’

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ବାହାରେ ମାଷ୍ଟର କ୍ୟାଣ୍ଟିନ୍ ସ୍କୋୟାରରେ ଥିବା ପାର୍କିଂ ୟାର୍ଡର ପାର୍କିଂ ଫି ହଠାତ୍ ୮ ଗୁଣା ବୃଦ୍ଧି ହୋଇଛି। ଯାହାକୁ ନେଇ ଯାତ୍ରୀମାନଙ୍କ ଗହଣରେ କ୍ଷୋଭ ଦେଖାଦେଇଛି। ଜୁନ୍ ୧୨ ତାରିଖରେ ରଜ ଛୁଟି ସମୟରେ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣାସ୍ଥଳରେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ବ୍ରହ୍ମପୁର: ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା ଗୋପାଳପୁର ସମୁଦ୍ର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାସ୍ଥଳର ଅନୁଧ୍ୟାନ କରିଛନ୍ତି । ମନ୍ତ୍ରୀଙ୍କ ସହିତ ବ୍ରହ୍ମପୁର ଏସପି ଡ଼ା ଶ୍ରବଣା ବିବେକ ଏମ ଓ ବ୍ରହ୍ମପୁର ଉପ…

ଯାଜପୁରରେ ଆଉ ୧୬ କଲେରା ପଜିଟିଭ୍‌ ଚିହ୍ନଟ

ଯାଜପୁର: ଯାଜପୁର ଜିଲ୍ଲାରେ ୪୯ ସାମ୍ପଲରୁ ଆଉ ୧୬ କଲେରା ପଜିଟିଭ୍‌ ଚିହ୍ନଟ ହୋଇଛି । ଦୁଇଟି ପର୍ଯ୍ୟାୟରେ ଯାଇଥିବା ସାମ୍ପଲ୍‌ରୁ ପଜିଟିଭ୍‌ ଚିହ୍ନଟ ହୋଇଛି । ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ସାମ୍ପଲରୁ ୫ କଲେରା ପଜିଟିଭ୍‌ ଚିହ୍ନଟ…

ଜାଫର ଏକ୍ସପ୍ରେସରେ ବିସ୍ଫୋରଣ: ଲାଇନଚ୍ୟୁତ ହେଲା ୬ଟି ବଗି

ନୂଆଦିଲ୍ଲୀ: ପୁଣି ଜାଫର ଏକ୍ସପ୍ରେସକୁ ନେଇ ଆସିଲା ବଡ ଖବର । ଜାଫର ଏକ୍ସପ୍ରେସରେ ବିସ୍ଫୋରଣ । ରେଳ ଧାରଣାରେ ବିସ୍ଫୋରଣ ପରେ ଲାଇନ ଚ୍ୟୁତ ହେଲା ଜାଫର ଏକ୍ସପ୍ରେସର ୬ଟି ବଗି । ପାକିସ୍ତାନରେ ପୂର୍ବରୁ ହାଇଜାକ୍ ହୋଇଥିବା ଜାଫର…