ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅଞ୍ଚଳରୁ ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତ ଜର୍ଜ ମୁଣ୍ଡାକୁ ପୁଲିସ ଗିରଫ କରିଛି। ଏନେଇ ଆଜି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଓବାଦୀଙ୍କ ଇନଫର୍ମର…
