2025

ଦୁର୍ଘଟଣା ପରେ ଭଗ୍ନାବଶେଷରୁ ମିଳିଲା ଏକ ଡିଭିଆର୍‌

ଅହମ୍ମଦାବାଦ୍‌: ଏୟାର ଇଣ୍ଡିଆ ଅହମ୍ମଦାବାଦ-ଲଣ୍ଡନ ବିମାନ ଦୁର୍ଘଟଣାକୁ ନେଇ ଗୋଟାଏ ପରେ ଗୋଟାଏ ତଥ୍ୟ ହସ୍ତଗତ ହେବାରେ ଲାଗିଛି। ଗୁରୁବାର ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୬୫ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ…

ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍

ନୂଆଦିଲ୍ଲୀ: ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍ । ଇରାନର ରାଜଧାନୀ ତେହେରାନ ନିକଟବର୍ତୀ ଅଞ୍ଚଳରେ ସାମରିକ ଆକ୍ରମଣ ଆରମ୍ଭ କରିଛି ଇସ୍ରାଏଲ । ଏହି ଆକ୍ରମଣ ଇରାନର ପରମାଣୁ କାର୍ଯ୍ୟକ୍ରମ ଏବଂ ଏହାର ପ୍ରମୁଖ ବୈଜ୍ଞାନିକମାନଙ୍କୁ ଟାର୍ଗେଟ କରାଯାଇ…

ଚାଲିଗଲା ୨୬୫ ଜୀବନ: ଅହମଦାବାଦ ହସ୍ପିଟାଲ୍‌ରେ ଭିଡ଼ ଅଣାୟତ

ଅହମ୍ମଦାବାଦ୍‌: ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ ହୋଇଛି । ଆଉ ନିଜ ପ୍ରିୟଜନଙ୍କ ମୃତଦେହ ନେବାପାଇଁ ଅହମ୍ମଦାବାଦ ମେଡିକାଲରେ ସମ୍ପର୍କୀୟଙ୍କ ଗହଳି ଲାଗିଲାଣି । ଦୁର୍ଘଟଣା ପରେ ବିସ୍ଫୋରଣ ପାଇଁ ଅଧିକାଂଶ ମୃତଦେହ ସମ୍ପୂର୍ଣ୍ଣ ନଷ୍ଟ…

ଆହତଙ୍କୁ ଭେଟିବା ପରେ ବିମାନବନ୍ଦରରେ‌ ବୈଠକ ଡାକିଲେ ମୋଦୀ

ଅହମ୍ମଦାବାଦ୍‌: ଗୁରୁବାର ଦିନ ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୫୦ରୁ ଉର୍ଧ୍ବ ଲୋକଙ୍କର ମୃତ୍ୟୁ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରିସ୍ଥିତିର ସମୀକ୍ଷା କରିବା ପାଇଁ ଅହମ୍ମଦାବାଦ ଗସ୍ତ କରିଛନ୍ତି। ମୋଦୀ ଅହମ୍ମଦାବାଦ୍‌ରେ ପହଞ୍ଚି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ…

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକ ଅଲୌକିକ ଘଟଣା ସାମ୍ନାକୁ ଆସିଛି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ୨୪୨ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୨୦୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ହେଲେ ସୌଭାଗ୍ୟବଶତଃ ଜଣେ ଯାତ୍ରୀଙ୍କୁ…

ବିମାନ ଦୁର୍ଘଟଣା : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ

ଅହମଦାବାଦ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି। ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା। ରୂପାନୀଙ୍କ ଝିଅକୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ। ଗୁଜୁରାଟ…

ଶ୍ରୀଜୀଉଙ୍କ ଜ୍ୱର ଉପଶମ ପାଇଁ ଅଣସରଘରେ ଚାଲିଛି ଗୁପ୍ତ ସେବା

ପୁରୀ: ଶ୍ରୀମନ୍ଦିରରେ ନାହିଁ କୋଳାହଳ ଶୁଭୁନାଇଁ ଘଣ୍ଟ ଘଣ୍ଟାର ଶବ୍ଦ l ଅନ୍ଧାର ଗୃହରେ ଦୀପ ଶିଖା ଆଲୋକରେ ଜ୍ୱରରେ ପୀଡିତ ଶ୍ରୀଜୀଉଙ୍କ ସେବା କରୁଛନ୍ତି ଦଇତାପତି ସେବକ ମାନେ l ସ୍ନାନବେଦିରେ ୧୦୮ ଗରା ଜଳ ସ୍ନାନ କରିବା ପରେ…

ବିମାନ ଦୁର୍ଘଟଣାରେ ପୋଲିସ କମିଶନରଙ୍କ ସୂଚନା, କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ

ଅହମ୍ମଦାବାଦ: ଅହମ୍ମଦାବାଦରେ ଘଟିଥିବା ହୃଦୟ ବିଦାରକ ବିମାନ ଦୁର୍ଘଟଣାରେ ଆସିଛି ବଡ଼ ଦୁଃଖଦ ଖବର। ସଦ୍ୟତମ ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରୁଥିବା କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ। ଅହମ୍ମଦାବାଦର କମିଶନର ସୂଚନା ଦେଇ…

ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ହୋଇଛି । ଅହମ୍ମଦାବାଦରେ ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର AI-171 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେମାନଙ୍କ ମଧ୍ୟରେ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ ବ୍ରିଟିଶ…