2025

ଭୟଙ୍କର ବିମାନ ଦୁର୍ଘଟଣା ପରେ ଘଟଣାସ୍ଥଳକୁ ଯିବାକୁ ଶାହଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ: ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ଘଟଣା । ଭୟଙ୍କର ଦୁର୍ଘଟଣା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ । ଦୁହିଁଙ୍କୁ ଘଟଣାସ୍ଥଳକୁ ଯିବାକୁ କହିବା…

କେନ୍ଦୁଝରର ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍; ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ନେଇଗଲେ

କେନ୍ଦୁଝର: କେନ୍ଦୁଝରର ଯୋଡାରେ ଗୁରୁବାର ଦିନ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଏକ ଡକାୟତ ଦଳ ୧୦ ଲକ୍ଷ ଟଙ୍କା ସହ ବିପୁଳ ପରିମାଣର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟାରେ ବ୍ୟାଙ୍କ ଖୋଲିବା ପରେ ୫…

ଯାଜପୁର ଓ କେନ୍ଦୁଝର ଆନନ୍ଦପୁରରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ

ଯାଜପୁର /ଆନନ୍ଦପୁର: ଜୀବନ ନେଉଛି ଡାଇରିଆ । ସ୍ଥିତି ଅଣାୟତ । ଆତଙ୍କିତ ଅଞ୍ଚଳବାସୀ । ତେବେ ଯାଜପୁର ଜିଲ୍ଲାରେ ବୋଲ ମାନୁନି ଝାଡାବାନ୍ତି । ସ୍ଥିତି ଅଣାୟତ ଦିଗକୁ ଗତି କରୁଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦କୁ ବୃଦ୍ଧି ପାଇବାରେ…

ବିମାନ ଦୁର୍ଘଟଣାଗ୍ରସ୍ତ ହେବାର କିଛି ସମୟ ପୂର୍ବରୁ ପାଇଲଟ ଦେଇଥିଲେ ବିପଦପୂର୍ଣ୍ଣ ସଙ୍କେତ

ଅହମ୍ମଦାବାଦ: ଏୟାର ଇଣ୍ଡିଆର ଏଆଇ-୧୭୧ ଯାତ୍ରୀବାହୀ ବିମାନ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବେଳେ ମେଘାନୀନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦେଖୁଦେଖୁ ବିମାନଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା। ଏହି ଭୟାବହ ଦୁର୍ଘଟଣାରେ ବର୍ତ୍ତମାନ ମୃତାହତଙ୍କ ସଂଖ୍ୟା ଜଣାପଡ଼ି ନଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି…

ଧଳା ବାଘୁଣୀ ମୌସୁମୀ ଠାରୁ ଅଲଗା ହେଲେ ୨ ଶାବକ, ଶିଶୁ ଲାଳନ ପାଳନ କେନ୍ଦ୍ରକୁ କରାଗଲା ସ୍ଥାନାନ୍ତରିତ

ଭୁବନେଶ୍ୱର: ମା’ ଠାରୁ ଅଲଗା ହେଲେ ଦୁଇ ଛୁଆ। ନନ୍ଦନକାନନରେ ଗତ ଶନିବାର ଧଳା ବାଘୁଣୀ ମୌସୁମୀ ଦ୍ୱିତୀୟ ଥର ମାଆ ହୋଇଥିଲା । ଗୋଟିଏ ଧଳା ଅଣ୍ଡିରା ଓ ଗୋଟିଏ ନାଲି ମାଇ ଶାବକ ଜନ୍ମ ଦେଇଥିଲା । ଜନ୍ମ…

ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ । 314 ଟି ବ୍ଲକରେ ବିକାଶ ର ବାହନ ଛୁଇଁବା ପାଇଁ ହୋଇଛି ଯୋଜନା I ଗାଡିକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ I ସରକାରୀ ଯୋଜନା…

ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ…

ଓଡ଼ିଶାରୁ ସିଧା ଆବୁଧାବି, ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ବିମାନ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ଅଧ୍ୟାୟ। ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିଲା ବିମାନ। ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପତାକା ଦେଖାଇ ଭୁବନେଶ୍ୱର-ଆବୁଧାବି ସିଧା ବିମାନସେବାର…

ଭଦ୍ରକରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ : ଭଦ୍ରକରେ ୨୪ ଘଣ୍ଟା ପାଇଁ ଇଣ୍ଟର ସେବା ବନ୍ଦ। ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ଇଣ୍ଟରସେବା ବନ୍ଦ ରହିଛି। ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ NAC ଅଂଚଳରେ…

ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ । ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ…