ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକମା ସସପେଣ୍ଡ୍
ଭୁବନେଶ୍ବର:କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲ୍ଲାପାଳ IAS ଧୀମାନ ଚକମା ସସପେଣ୍ଡ୍। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଛି। ଧୀମାନଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିବାପରେ, ଧୀମାନଙ୍କୁ…
