ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ
ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ । ଆଜିକୁ ୩୦ ଦିନ ତଳେ ଦୁଇ ଦେଶ ମଧ୍ୟରେ ହୋଇଥିଲା ଅସ୍ତ୍ରବିରତି ଘୋଷଣା । ମେ ୧୦ ତାରିଖ ଦିନ ସଂଧ୍ୟାରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣା ହୋଇଥିଲା । ପହଲଗାମରେ ଆତଙ୍କୀ ହମଲା…
ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ । ଆଜିକୁ ୩୦ ଦିନ ତଳେ ଦୁଇ ଦେଶ ମଧ୍ୟରେ ହୋଇଥିଲା ଅସ୍ତ୍ରବିରତି ଘୋଷଣା । ମେ ୧୦ ତାରିଖ ଦିନ ସଂଧ୍ୟାରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣା ହୋଇଥିଲା । ପହଲଗାମରେ ଆତଙ୍କୀ ହମଲା…
ପୁରୀ : ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି । ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ…
ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଜଣେ ଠିକାଦାରଙ୍କଠାରୁ ୮,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଦିନ ଜଣେ କନିଷ୍ଠ ଯନ୍ତ୍ରୀ (JE)ଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ବରଗଡ଼ ଗାଇସିଲେଟ ବ୍ଲକ୍ ଡାଙ୍ଗବାହାଲ ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ…
ଗ୍ରାଜ୍ : ୟୁରୋପୀୟ ଦେଶ ଅଷ୍ଟ୍ରିଆର ଦ୍ବିତୀୟ ବୃହତ୍ତମ ସହର ଗ୍ରାଜରେ ଏକ ଗୁଳିକାଣ୍ଡ ଘଟଣା ଘଟିଛି। ଏକ ସ୍କୁଲରେ ଜଣେ ବନ୍ଧୁକଧାରୀ ଆଖିମୁଜା ଗୁଳି ଚଳାଇବାରୁ ୭ ଛାତ୍ରଛାତ୍ରୀଙ୍କ ସମେତ ମୋଟ ୧୧ ଜଣ ମୃତ୍ୟୁବରଣ କରିଛନ୍ତି। ଗ୍ରାଜର ମେୟରଙ୍କ…
ପୁରୀ: ଜ୍ୟେଷ୍ଠମାସ ପୂଣ୍ଣିମା ତିଥିରେ ଶ୍ରୀଜିଉମାନଙ୍କର ସ୍ନାନ ଯାତ୍ରା ଓ ହାତୀ ବେଶ ବା ଗଜାନନ ବେଶ ଅନୁଷ୍ଠିତ ହୋଇଥାଏ । ଏହି ହାତୀ ବେଶକୁ ପ୍ରସ୍ତୁତ କରିଥାନ୍ତି ପୁରୀର ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ । ବହୁ ପୁରାତନ…
ଗଜପତି: ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା ଘଟଣାର ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫଙ୍କ ମଧ୍ୟରେ ୮ ମହିଳା ଥିବାବେଳେ…
ସ୍ଵିଡେନର ପରିବେଶବିତ ଗ୍ରେଟା ଥନବର୍ଗ ଏବଂ ଅନ୍ୟ ୧୧ ଜଣ ଅନ୍ତର୍ଜାତୀୟସ୍ତରର ସ୍ଵେଚ୍ଛାସେବୀଙ୍କୁ ଅଟକ ରଖିଛି ଇସ୍ରାଏଲ। ଏମାନେ ସମସ୍ତେ ମାନବବାଦୀ ସହାୟତା ଉଦ୍ଦେଶ୍ୟରେ ଜରୁରୀ ସାମଗ୍ରୀ ନେଇ ଗାଜା ଯାଉଥିବାବେଳେ ଇସ୍ରାଏଲ ସେନା ସୋମବାର ସନ୍ଧ୍ୟାରେ ଜାହାଜ ‘ମାଡଲୀନ’କୁ ଜବତ…
ଭୁବନେଶ୍ୱର: ରାଜ୍ୟରେ ଅଦୃଶ୍ୟ ଠକଙ୍କ ଆତଙ୍କ ବଢ଼ିବାରେ ଲାଗିଛି। ଆଖି ପିଛୁଳାକେ ଖାଲି କରିଦେଉଛନ୍ତି ପୂରା ଆକାଉଣ୍ଟ। ପୁଲିସ୍, ସରକାରଙ୍କ ପକ୍ଷରୁ ବାରମ୍ବାର ବିଭିନ୍ନ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଥିଲେ ହେଁ ସାଇବର୍ ଠକମାନେ ଗଳା ବାଟ ବାହାର କରି ଦେଉଛନ୍ତି।…
ବାରିପଦା: ଜୁନ୍ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଅତିରିକ୍ତ ତହସିଲଦାରଙ୍କୁ ନିର୍ଘାତ ମାଡ଼ ମାରିବା ସହ ପଥର ଛେଚି ତାଙ୍କ କାର୍ ଭାଙ୍ଗିବା ଘଟଣାରେ ଆଠ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ଡିଆଇଜି (ପୂର୍ବ ରେଞ୍ଜ) ସତ୍ୟଜିତ ନାୟକ ଗଣମାଧ୍ୟମକୁ…
କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ୱାମୀ ତଥା ବଶିଷ୍ଟ ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କଥିତ ହରିୟାଣା ଜମି ଦୁର୍ନୀତିରେ ପଚରାଉଚରା ପାଇଁ ଆଜି ଇଡ଼ି ଭଦ୍ରାଙ୍କୁ ହାଜର ହେବାକୁ ନୋଟିସ କରିଥିଲା ।…