2025

ବର୍ଷକ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ…

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍‌: ଦେଶରେ ୨୪ ଘଣ୍ଟାରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦିନ ଦେଶରେ ନୂଆ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଫଳରେ ଦେଶରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୬, ୪୯୧ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ…

ଟ୍ରମ୍ପଙ୍କୁ ନିଶାଣ କଲେ ବିଲାଓ୍ବଲ- କହିଲେ ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା ଦାୟୀ

ଅପରେସନ ‘ସିନ୍ଦୂର’ ପରେ ନିଜ ଦେଶର ପକ୍ଷର ରଖିବା ଲାଗି ଆମେରିକାରେ ପହଞ୍ଚିଥିବା ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାଓ୍ବଲ ଭୁଟ୍ଟୋ ଆମେରିକାର ନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନିଶାଣ କରି ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି…

ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ : ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା । ସ୍ନାନମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରି ହାତୀବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସେଥିପାଇଁ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି…

ଭବାନୀପାଟଣା ଜେଲରେ ରାତି କାଟିଲେ ଆଇଏଏସ ଅଫିସର ଧୀମନ ଚକମା

ଭୁବନେଶ୍ୱର: ୨୦୨୧ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଧିମନ ଚକମା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଗିରଫ ହେବା ପରେ ଆଇଏଏସ ବାବୁଙ୍କ ନୂଆ ଠିକଣା ପଲଟିଛି ଭବାନୀପାଟଣା ଜେଲ। ଏହି ଜେଲରେ ରାତି କାଟିଛନ୍ତି…

ସମୁଦ୍ର ଭିତରେ କଣ୍ଟେନର୍ ଭର୍ତ୍ତି ଜାହାଜରେ ବିସ୍ଫୋରଣ : ୪ କ୍ରିଉ ସଦସ୍ୟ ନିଖୋଜ,୧୮ ଜଣ ଉଦ୍ଧାର

କୋଚି : କେରଳ ଉପକୂଳ ନିକଟରେ ସିଙ୍ଗାପୁର ପତାକା ଲାଗିଥିବା ଏକ ଜାହାଜରେ ବିସ୍ଫୋରଣ ହୋଇଥିବା ଖବର ଆସିଛି। କେରଳ ଉପକୂଳରେ ସମୁଦ୍ର ଭିତରେ ସିଙ୍ଗାପୁରର ଏହି ଜାହାଜଟି କଲମ୍ବୋରୁ ମୁମ୍ବାଇ ଯାଉଥିବା ଜାହାଜରେ ପ୍ରଚଣ୍ତ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ…

ଆସିଲା ରାଜା ରଘୁବଂଶୀଙ୍କ ବ୍ୟବଚ୍ଛେଦ ରିପୋର୍ଟ

ମେଘାଳୟରେ ରାଜା ରଘୁବଂଶୀ ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି ପୁଲିସ। ରାଜାଙ୍କୁ ତାଙ୍କ ସ୍ତ୍ରୀ ସୋନମ ସୁପାରି କିଲରଙ୍କ ଜରିଆରେ ହତ୍ୟା କରିଥିଲେ। ସୋମବାର ରାଜାଙ୍କ ବ୍ୟବଚ୍ଛେଦ ରିପୋର୍ଟ ପୁଲିସକୁ ହସ୍ତଗତ ହୋଇଛି। ରାଜାଙ୍କୁ କିପରି ହତ୍ୟା କରାଯାଇଥିଲା ତାହା ରିପୋର୍ଟରେ…

ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର: ଆଜି ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ, ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ(IGNOU)ର…

ମହାପୁରୁଷ ଜନ୍ମ ହୋଇଥିବା ଗାଁର ଉନ୍ନତି କରିବ ପଞ୍ଚାୟତିରାଜ ବିଭାଗ : ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ। ମହାପୁରୁଷ ଜନ୍ମ ହୋଇଥିବା ଗାଁର ଉନ୍ନତି କରିବ ପଞ୍ଚାୟତିରାଜ ବିଭାଗ । ଏଥିପାଇଁ ୯ ରୁ ୧୦ ବିଭାଗ ମିଳିତ ଭାବେ କାମ କରିବେ। ଗାଁ ରାସ୍ତା,…

ମହାପ୍ରଭୁଙ୍କ ସେନାପଟା ଲାଗି ନୀତି: ଆସନ୍ତାକାଲି ଅପରାହ୍ନ ୨ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ପର୍ବପର୍ବାଣୀ ଭିତରେ ସ୍ନାନଯାତ୍ରା ଏବଂ ଶ୍ରୀଗୁଣ୍ଡିଚା ଯାତ୍ରା ଏକ ସ୍ବତନ୍ତ୍ର ପର୍ବ। ବର୍ଷତମାମ ଭକ୍ତଟିଏ ଅପେକ୍ଷା କରିଥାଏ ମହାପ୍ରଭୁଙ୍କ ପ୍ରସିଦ୍ଧ ଘୋଷଯାତ୍ରାକୁ। ମହାପ୍ରଭୁ ରଥାରୂଢ ହୋଇ ଶ୍ରୀଗୁଣ୍ଡିଚା ଯାତ୍ରା କରିବା ପୂର୍ବରୁ ସମ୍ପାଦନ ହୋଇଥାଏ ଅନେକ…