କେଏସସିଏ ବିରୋଧରେ କୌଣସି ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ପୁଲିସକୁ କଡ଼ା ନିର୍ଦ୍ଦେଶ ଦେଲେ କର୍ଣ୍ଣାଟକ ହାଇକୋର୍ଟ
ନୂଆଦିଲ୍ଲୀ: ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ଆରସିବିର ବିଜୟ ପରେଡ୍ ସମୟରେ ଦଳାଚକଡା ମାମଲାରେ ଶୁକ୍ରବାର (ଜୁନ୍ ୦୬, ୨୦୨୫) କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତିରେ ରାଜ୍ୟ କ୍ରିକେଟ୍ ସଂଘର ଅଧିକାରୀଙ୍କ ବିରୋଧରେ ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ…
