2025

ଚାଲାଣ ପାଇଁ ରଖାଯାଇଥିବା ୨୮୦ ବାଛୁରୀ ଉଦ୍ଧାର, ଗୋଶାଳାକୁ ସୁରକ୍ଷିତ ସ୍ଥାନାନ୍ତର

ବାରିପଦା : ମୟୂରଭଞ୍ଜ ଜିଲ୍ଲା ପୁଲିସକୁ ବଡ଼ ସଫଳତା ମିଳିଛି। ଜିଲ୍ଲା ସୀମାବର୍ତ୍ତୀ ଅଞ୍ଚଳରେ ଆତର୍କିତ ଚଢ଼ଉ କରି ପୁଲିସ ୨୮୦ରୁ ଊର୍ଦ୍ଧ୍ବ ବାଛୁରୀ ଉଦ୍ଧାର କରିଛି। ପୁଲିସ ଟିମ୍‌ ବୁଧବାର ଭୋର ସକାଳୁ ଅତର୍କିତ ଚଢ଼ାଉ କରି ବାଲେଶ୍ୱର-ମୟୂରଭଞ୍ଜ ଜିଲ୍ଲା…

ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

ନିମାପଡା : ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ୍ ଠାରେ ୨ଦିନଆ ଉତ୍କର୍ଷ ନିମାପଡ଼ା-୨୦୨୫ ସମ୍ମିଳନୀକୁ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଉଦ୍‌ଘାଟନ କରିଛନ୍ତି। ଏହି ସମାରୋହରେ ରାଜ୍ୟପାଳ ପ୍ରଥମେ ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ମହିଳା ଏଏସଆଇ

ବ୍ରହ୍ମପୁର: ଗିରଫ ଭୟ ଦେଖାଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ମହିଳା ପୁଲିସ ଅଧିକାରୀ। ସେ ହେଉଛନ୍ତି ବ୍ରହ୍ମପୁର ମହିଳା ଥାନାର ଏଏସ୍‌ଆଇ ବବିତା ସୁନା। ଏଏସ୍‌ଆଇ ବବିତା ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ସ୍ଵଚ୍ଛ ଓ ଉତ୍ତମ ସରକାରର ଦର୍ପଣ ହେଉଛି ରାଜସ୍ୱ ବିଭାଗ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ। ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର…

ରାତି ଅନିଦ୍ରା ହୋଇ ଅପରେଶନ ସିନ୍ଦୁର ଟ୍ରାକ୍ କରୁଥିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରେଶନ ସିନ୍ଦୁର ବିମାନ ଆକ୍ରମଣକୁ ରାତିସାରା ନୀରିକ୍ଷଣ କରୁଥିଲେ। ଏଥିସହିତ ପାକିସ୍ତାନର ପରମାଣୁ ବ୍ଲାକମେଲକୁ ଖାତିର ନ କରି କିପରି ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଆକ୍ରମଣ କଲା, ତାହାକୁ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ…

ମାର୍ଚ୍ଚ ୨୦୨୭ରୁ ଜନଗଣନା: ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ: ଦେଶରେ ୧ ମାର୍ଚ୍ଚ ୨୦୨୭ରୁ ଜାତି ଜନଗଣନା କରାଯିବ। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସରକାର ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ଯୋଜନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର…

ବିପର୍ଯ୍ୟୟ ପ୍ରଶମନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ: ପି. କେ. ମିଶ୍ର

ଜେନେଭା: ସ୍ବିଜରଲ୍ୟାଣ୍ଡର ଜେନେଭାଠାରେ ଜାତିସଂଘ ପକ୍ଷରୁ ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଅଷ୍ଟମ ବୈଶ୍ବିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ବିପର୍ଯ୍ୟୟ ପ୍ରଶମନ ପ୍ରତି…

ଆରସିବିର ବିଜୟ ଶୋଭାଯାତ୍ରା ଫିକା ପଡ଼ିଲା: ଦଳାଚକଟାରେ ୭ ମୃତ, ୨୦ରୁ ଅଧିକ ଆହତ

ବେଙ୍ଗାଲୁରୁ: ଆରସିବି ଦଳ ଆଇପିଏଲ ୨୦୨୫ କପ୍ ଜିତିଛି ଏବଂ ଏହା ପରେ ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ସମଗ୍ର ଦଳକୁ ସମ୍ମାନିତ କରାଯାଉଛି। କିନ୍ତୁ, ଏହି ସମ୍ମାନ ସମୟରେ ଏପରି କିଛି ଘଟିଛି, ଯାହା କେହି ଆଶା କରି ନଥିଲେ। ଚିନ୍ନାସ୍ୱାମୀ…

ବିହାରକୁ ମିଳିଲା ବଡ ଉପହାର: ରକ୍ସୌଲରୁ ହଳଦିଆକୁ ଯୋଡ଼ିବ ଏକ୍ସପ୍ରେସୱେ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରକ୍ସୌଲରୁ ହଳଦିଆ ପର୍ଯ୍ୟନ୍ତ ଏକ ନୂତନ ଛଅ ଲେନ୍ ବିଶିଷ୍ଟ ଗ୍ରୀନଫିଲ୍ଡ ଏକ୍ସପ୍ରେସୱେ ନିର୍ମାଣକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପରେ ପ୍ରାୟ ୫୪୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ମଧ୍ୟ…

ସେନା କର୍ମଚାରୀଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଦିଅନ୍ତୁ, ଗଣମାଧ୍ୟମକୁ ପ୍ରତିରକ୍ଷା ମନ୍ତ୍ରଣାଳୟର ପରାମର୍ଶ

ନୂଆଦିଲ୍ଲୀ : ଦେଶରେ ଥିବା ସମସ୍ତ ଗଣମାଧ୍ୟମ ସଂସ୍ଥାଗୁଡିକ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । କାର୍ଯ୍ୟରତ ସେନା କର୍ମଚାରୀ , ଅବସରପ୍ରାପ୍ତ ସେନା କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଜଣାଇବା…