ଉଦ୍ଧାର ହେଲା ୪ ଟନ ବିସ୍ଫୋରକ ସାମଗ୍ରୀ, ସୁରକ୍ଷା ବାହିନୀ-ମାଓବାଦୀଙ୍କ ଗୁଳିବିନିମୟ ଜାରି
ବଣାଇ : ଉଦ୍ଧାର ହୋଇଛି ଲୁଟ ହୋଇଥିବା ୪ ଟନ ବିସ୍ଫୋରକ ସାମଗ୍ରୀ । ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥରଖଣିକୁ ପହଞ୍ଚିବା ପୂର୍ବରୁ ଗତ ୨୭ ତାରିଖ ଦିନ ଲୁଟ୍ ହୋଇଥିଲା ବିପୁଳ ପରିମାଣ ବିସ୍ଫୋରକ…
