2025

୬୫ କୋଟି ଦୁର୍ନୀତିରେ ଫସିଲେ ବଲିଉଡ ଅଭିନେତା, ସମନ ଜାରି କଲା ଇଓଡବ୍ଲ୍ୟୁ

୬୫ କୋଟି ଟଙ୍କାର ଦୁର୍ନୀତିରେ ଫସିଛନ୍ତି ବଲିଉଡ ଅଭିନେତା ଡିନୋ ମାରିଆ। ଏଥିପାଇଁ ମୁମ୍ବଇ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ତାଙ୍କୁ ସମନ ଜାରି କରିଛି। ଏହି ଦୁର୍ନୀତିରେ ସେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ମହାରାଷ୍ଟ୍ରର ମିଠି ନଦୀରୁ ପଙ୍କୋଦ୍ଧାର କାର୍ଯ୍ୟ…

ସୁନ୍ଦରଗଡ଼ ଖଣିଜ କେଳେଙ୍କାରୀ ମାମଲା: ଭିଜିଲାନ୍ସ ଏସଆଇଟିର ତଦନ୍ତ ଆରମ୍ଭ

ସୁନ୍ଦରଗଡ଼: ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ସୁନ୍ଦରଗଡ଼ ଖଣିଜ କେଳେଙ୍କାରୀର ମାମଲାର ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଟିମ (ଏସଆଇଟି)। ଏସଆଇଟି ମୁଖ୍ୟ ସଞ୍ଜୟ କୁମାର କୌଶଳଙ୍କ ନେତୃତ୍ୱରେ ଆଜି ଠାରୁ ତଦନ୍ତ ଆରମ୍ଭ କରିଛି ଟିମ୍ । ପ୍ରଥମ ପର୍ଯ୍ୟାୟରେ…

ବର୍ଷାରେ ବେହାଲ୍‌ ମୁମ୍ବାଇ; ରାସ୍ତାଘାଟ ସବୁଠି ପାଣି

ମୁମ୍ବାଇ : ମୁମ୍ବାଇରେ ବିଳମ୍ବିତ ରାତିରେ ଲାଗି ରହିଥିବା ପ୍ରବଳ ବର୍ଷାର ପ୍ରଭାବ ସୋମବାର ଦେଖାଯାଇଛି । ପ୍ରବଳ ବର୍ଷା କାରଣରୁ ରେଳ ଠାରୁ ଆରମ୍ଭ କରି ରାସ୍ତାଘାଟ ସବୁ କିଛି ପ୍ରଭାବିତ ହୋଇଛି। ଅସ୍ତବ୍ୟସ୍ତ ହୋଇ ଉଠିଛି ଜନଜୀବନ। ରେଳ…

ଶ୍ରୀଜଗନ୍ନାଥଙ୍କ ନାଁ, ନୀତିକାନ୍ତି ସହ ଜଡ଼ିତ ଶବ୍ଦର ପାଟେଣ୍ଟ ହେବ

ପୁରୀ: ଦୀଘା ମନ୍ଦିରକୁ ‘ଜଗନ୍ନାଥ ଧାମ’ ନାମକରଣ କରିବା ବିବାଦ ଥମିବାର ନାମ ନେଉନି। ଏହା ମଧ୍ୟରେ ଶ୍ରୀମନ୍ଦିର, ଜଗନ୍ନାଥ ଧାମ, ମହାପ୍ରସାଦ ଆଦି ଶବ୍ଦର ପାଟେଣ୍ଟ ଆବେଦନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିଛି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)…

ଚଳିତବର୍ଷ ଠାକୁରଙ୍କ ପହଣ୍ଡି ପାଇଁ ଏକ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯିବ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ

ପୁରୀ: ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା । ଚଳିତବର୍ଷ ସ୍ନାନ ଯାତ୍ରା, ରଥଯାତ୍ରା, ବାହୁଡା଼ଯାତ୍ରା ସହିତ ସମସ୍ତ ବ୍ୟଵସ୍ଥାବଳୀକୁ ଅନୁମୋଦନ । ଠାକୁରଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ହେବ ତା’କୁ ଗୁରୁତ୍ବ ଦେଇଛି ଶ୍ରୀମନ୍ଦିର ପ୍ରଶାସନ…

କଳା ଓ ବାଣିଜ୍ୟ ପଢ଼ୁଥିବା ଛାତ୍ରଛାତ୍ରୀ ବି ଉଡାଇପାରିବେ ବିମାନ

ନୂଆଦିଲ୍ଲୀ: ବିମାନ ଉଡ଼ାଇବାର ସ୍ୱପ୍ନ ଆଉ କେବଳ ବିଜ୍ଞାନ ଛାତ୍ରଙ୍କ ମଧ୍ୟରେ ସୀମିତ ରହିବ ନାହିଁ। ଭାରତରେ ପାଇଲଟ୍ ହେବା ପାଇଁ ନିୟମରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଡିଜିସିଏ (ସିଭିଲ ଏଭିଏସନ୍ ମହାନିର୍ଦ୍ଦେଶାଳୟ) ଏବେ ଏପରି ଏକ ସୁପାରିଶ…

ଶ୍ରୀମନ୍ଦିର ବାହାର ଅଟ୍ଟାଳିକାର ଉଚ୍ଚତା ନିର୍ଦ୍ଧାରଣ ହେବ: ଅରବିନ୍ଦ ପାଢୀ

ପୁରୀ: ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି। ପରିକ୍ରମା ପ୍ରକଳ୍ପ ବାହାରେ ବହୁ ବଡ଼ ବଡ଼ ଅଟ୍ଟାଳିକା ଗଢ଼ି ଉଠିଛି। ସେମାନେ ନିଜସ୍ବ ଢଙ୍ଗରେ ଅଟ୍ଟାଳିକା…

ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ, ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ

ପୁରୀ : ପୁରୀ ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନାବାଳିକାଙ୍କ ପରିବାର ଓ ସ୍ଥାନୀୟ ଲୋକ ଯୁବକଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିଥିଲେ। ସିଂହଦ୍ବାର ଥାନା…

ଭାରତ ନିର୍ମାଣ କରୁଛି ଏହି ଶକ୍ତିଶାଳୀ ମିସାଇଲ ଡିଫେନ୍ସ ସିଷ୍ଟମ

ନୂଆଦିଲ୍ଲୀ : ପାକିସ୍ତାନ ବିପକ୍ଷରେ ନିକଟରେ ଶେଷ ହୋଇଥିବା ଅପରେସନ ସିନ୍ଦୂର ଓ ପରବର୍ତ୍ତୀ ସଂଘର୍ଷରେ ଭାରତୀୟ ବାୟୁ ସୁରକ୍ଷା ପ୍ରଣାଳୀ ନିଜର ଦକ୍ଷତା ଦେଖାଇଥିଲା । ରୁଷ ନିର୍ମିତ ଏସ-୪୦୦ ସମେତ ସ୍ବଦେଶୀ ଆକାଶତୀର ସିଷ୍ଟମ ପାକିସ୍ତାନୀ ରକେଟ ଓ…

ଏଣିକି ରଥ ଉପରକୁ ମୋବାଇଲ ନେଲେ କେବଳ ସିଜ୍‌ ନୁହେଁ ବରଂ ଫୌଜଦାରୀ ମାମଲା ହେବ

ପୁରୀ: ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକଙ୍କ କଡ଼ା ଟିପ୍ପଣୀ। ରଥଯାତ୍ରା ବେଳେ ଅଣସେବାୟତ ରଥ ଉପରକୁ ଚଢ଼ି ପାରିବେନି। ସେହିପରି ରଥ ଉପରକୁ ସେବାୟତ ନେଇପାରିବେନି ମୋବାଇଲ। କୌଣସି ପ୍ରକାର ଅନଧିକୃତ କାର୍ଯ୍ୟ କଲେ କାର୍ଯ୍ୟାନୁଷ୍ଠାନ ହେବ। ସମସ୍ତଙ୍କୁ…