2025

ତେଜପ୍ରତାପଙ୍କୁ ୬ ବର୍ଷ ପାଇଁ ନିଲମ୍ବନ କଲେ ଆରଜେଡି ସୁପ୍ରିମୋ

ନୂଆଦିଲ୍ଲୀ: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ତାଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ରବିବାର ଲାଲୁ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ ବ୍ୟକ୍ତିଗତ ଜୀବନରେ ନୈତିକ ମୂଲ୍ୟବୋଧକୁ ଅଣଦେଖା କରିବା ସାମାଜିକ…

ଚାଲିଛି ରଥନିର୍ମାଣ କାର୍ଯ୍ୟ, ୩ ରଥର ୩୬ଟି ଚକ ନିର୍ମାଣ ଶେଷ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥନିର୍ମାଣ କାର୍ଯ୍ୟ । ୩ ରଥର ୩୬ଟି ଚକ ନିର୍ମାଣ ଶେଷ ହୋଇଛି । ଏହାସହ ୧୪ ନାହାକ ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି । ଚକ ତୁମ୍ବରେ ସିଙ୍ଗଡା ବାଡିଆ…

କଟକ ଚୌଦ୍ବାର ଜେଲରେ ବିଚାରାଧୀନ କଏଦୀର ଆତ୍ମହତ୍ୟା

କଟକ: କଟକ ଚୌଦ୍ଵାର ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି । ଜେଲ ପରିସରରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ କଏଦୀ ଜଣକଙ୍କ ପରିଚୟ ହେଉଛି ଟାଙ୍ଗୀ ଜରିପଡ଼ାର ବିଷ୍ଣୁପ୍ରସାଦ…

୪ ରାଜ୍ୟର ୫ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ: ନିର୍ବାଚନ କମିଶନ ୪ ରାଜ୍ୟର ପାଞ୍ଚଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଗୁଜରାଟର କାଦି ଏବଂ ବିସାବଦର ବିଧାନସଭା ଆସନ, କେରଳର ନିଲାମ୍ବୁର, ପଞ୍ଜାବର ଲୁଧିଆନା ଏବଂ ପଶ୍ଚିମବଙ୍ଗର କାଲିଗଞ୍ଜ ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ…

ଅପରେସନ ସିନ୍ଦୂର ପରେ ବଢିଛି ପୁରୀର ସୁରକ୍ଷା, ରଥଯାତ୍ରାରେ ମୁତୟନ ହେବେ SOG ଯବାନ

ଅପରେସନ ସିନ୍ଦୂର ପରେ ବଢିଛି ଓଡ଼ିଶା ସୁରକ୍ଷା ଚିନ୍ତା । ବିଶେଷ କରି ପୁରୀର ସୁରକ୍ଷା ଏବେ କଡା କଡି କରାଯାଇଛି । ଜ୍ୟୋତି ମଲହୋତ୍ରା ଓ ତାଙ୍କ ବାନ୍ଧବୀ ପୁରୀର ବିଭିନ୍ନ ସ୍ଥାନରେ ବୁଲିବା ସହ ଭିଡିଓ କରିଥିଲେ ।…

ଶେଖ୍‌ ହସିନାଙ୍କ ଅଭିଯୋଗ- ଆମେରିକା ହାତକୁ ବାଂଲାଦେଶକୁ ଟେକିଦେଉଛନ୍ତି ୟୁନୁସ

ବାଂଲାଦେଶର ଅନ୍ତରୀଣ ସରକାରର ମୁଖ୍ୟ ମହମ୍ମଦ ୟୁନୁସଙ୍କ ଗାଦି ଟଳମଳ ହେଉଛି। ଆମେରିକା ଦ୍ଵାରା ପରିଚାଳିତ ୟୁନୁସ ଏବେ ସେନା ଆକ୍ରୋଶର ଶିକାର ହେଉଛି। ଏଭଳି ସ୍ଥିତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ୟୁନୁସଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ୟୁନୁସ…

ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷିବ, ବାତ୍ୟା ନେଇ ନାହିଁ କୌଣସି ଆକଳନ

ଭୁବନେଶ୍ବର: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ବହିବବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ । ପାଣିପାଗ ବିଭାଗ ଅନୁଯାୟୀ, ଓଡିଶାରେ…

ଅପରେସନ ‘ସିନ୍ଦୂର’ ଥିଲା ବଦଳୁଥିବା ଭାରତର ଚିତ୍ର: ପ୍ରଧାନମନ୍ତ୍ରୀ

ଅପରେସନ ‘ସିନ୍ଦୂର’ କେବଳ ଏକ ସାମରିକ ଅଭିଯାନ ନ ଥିଲା। ଏହା ବଦଳୁଥିବା ଭାରତର ଏକ ଚିତ୍ର ଥିଲା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ‘ମନ କୀ ବାତ’ର ୧୨୨ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଉଦବୋଧନ ଦେଇ କହିଥିଲେ,…

ଅଧା ରହିଲା ବାବାମଣିଙ୍କ ଦର୍ଶନ, ଗାଧୋଇବା ବେଳେ ଗଙ୍ଗା ପୁଷ୍କରଣୀରେ ବୁଡି ଦୁଇ ସାଙ୍ଗଙ୍କ ମୃତ୍ୟୁ

ଚାନ୍ଦବାଲି : ଅଧା ରହିଲା ବାବାମଣିଙ୍କ ଦର୍ଶନ । ବାବାମଣିଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ଜୀବନ । ୨ଟି ବାଇକରେ ଚାରି ଜଣ ସାଙ୍ଗ ଆଜି ସକାଳୁ ସକାଳୁ ଭଦ୍ରକରୁ ଆରଡ଼ି ଆସିଥିଲେ । ଆରଡ଼ି ରେ ପହଂଚିବା ପରେ…

ନୀଳାଦ୍ରି ବିଜେ ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ ଭାବରେ ବନ୍ଦ ଥିବା ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ ନୀଳାଦ୍ରି ବିଜେ ସୁଦ୍ଧା ସମାପ୍ତ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଚନ୍ଦନ ଯାତ୍ରା ପାଇଁ ବନ୍ଦ ଥିବା…