2025

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଏସଆଇ ଓ ହୋମଗାର୍ଡ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଏସଆଇ ଓ ହୋମଗାର୍ଡ। ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଶନିବାର ଦିନ ଖୋର୍ଦ୍ଧାର ବାଙ୍କୋଇ ପୋଲିସ ଆଉଟପୋଷ୍ଟର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ତୁଷାରକାନ୍ତ ନାୟକ ଏବଂ ହୋମଗାର୍ଡ ପ୍ରଶାନ୍ତ କୁମାର ସୁନ୍ଦରାୟଙ୍କୁ ୧୦,୦୦୦ ଟଙ୍କା…

ଟିମ୍ ଇଣ୍ଡିଆ ଭାବେ କାର୍ଯ୍ୟ କରିପାରିଲେ, ତେବେ କୌଣସି ଲକ୍ଷ୍ୟ ଅସମ୍ଭବ ନୁହେଁ – ପ୍ରଧାନମନ୍ତ୍ରୀ

ରାଜ୍ୟଗୁଡିକ ଅନ୍ୟୁନ ଗୋଟିଏ ପର୍ଯ୍ୟଟନସ୍ଥଳୀକୁ ବିଶ୍ଵସ୍ଥରୀୟ ମାନର ବିକଶିତ କରିବା ଏବଂ ସମସ୍ତ ସୁବିଧା ଓ ଭିତ୍ତିଭୂମି ଯୋଗାଇ ଦେବାକୁ କହିଛନ୍ତି। ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ପରିଚାଳନା ପରିଷଦର ଦଶମ ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ‘ଗୋଟିଏ ରାଜ୍ୟ, ଗୋଟିଏ…

କୋଟିପତି କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ ଗିରଫ

ଭୁବନେଶ୍ୱର : କୁବେର ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। କୋଟିପତି କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ।। ନୂଆପଡ଼ା ଖରିଆର R &B ଡିଭିଜନର କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍…

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୩୦ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ହିନ୍ଦୋଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳିମାଡର ଶିକାର ହୋଇଥିଲେ ଫରେଷ୍ଟ ଗାର୍ଡ। ମୃତକ ଜଣକ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜର କଇ ରିଜର୍ଭରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ(୩୭)…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍‌ ; ଶୁବମନ୍‌ ଗିଲ୍‌ ନୂଆ ଟେଷ୍ଟ ଟିମ୍‌ ଅଧିନାୟକ

ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ମେ’ ୨୪ ଅର୍ଥାତ୍‌ ଶନିବାର ଘୋଷଣା ହୋଇଛି ଭାରତୀୟ ଟିମ୍‌ । ଦଳ ଘୋଷଣା ପୂର୍ବରୁ ବିସିସିଆଇର ଅଧିକାରୀଙ୍କ ଏକ ବୈଠକ କରାଯାଇଛି । ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ

ଭୁବନେଶ୍ୱର : ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ । ଜମି ଅଧିଗ୍ରହଣ ପ୍ରକ୍ରିୟା ମାସେ ଭିତରେ ସରିବ । ଡିସେମ୍ବର ସୁଦ୍ଧା ସରିବ ବାମ ଏବଂ ଡାହାଣ ପାରାଲାଲ ରାସ୍ତା କାମ । ଗତ ସରକାର ଅକ୍ଷମତା…

ପୁରୀ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ପୁରୀ : ସୁଦୃଢ ହେବ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା । ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ…

ଏସସି/ଏସଟି ପ୍ରାର୍ଥୀଙ୍କ ପାଇଁ ଷ୍ଟାଇପେଣ୍ଡ ସହ ନିଯୁକ୍ତି ଭିତ୍ତିକ ତାଲିମର ସୁଯୋଗ

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ଏସସି/ଏସଟି ବର୍ଗର ଚାକିରି ଆଶାୟୀ…

ଗିରଫ ହେଲେ ଆମ ଆଦମୀ ପାର୍ଟିର ବିଧାୟକ ରମନ ଅରୋଡା

ପଞ୍ଜାବ: ପଞ୍ଜାବ ଭିଜିଲାନ୍ସ ବ୍ୟୁରୋ ଆମ ଆଦମୀ ପାର୍ଟି (ଆପ)ର ବିଧାୟକଙ୍କୁ ଠକେଇ ଅଭିଯୋଗରେ ଗିରଫ କରିଛି। ଗିରଫ ଆପ ବିଧାୟକଙ୍କ ନାମ ରମନ ଅରୋଡା ବୟସ ୫୪ବର୍ଷ। ଭିଜିଲାନ୍ସ ସୂତ୍ରରୁ ପ୍ରକାଶ, ରମନ ଅରୋଡାଙ୍କ ବିରୋଧରେ ଅଭିଯୋଗ ହୋଇଛି କି…

ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର: ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ। ବିହାର ମୁଙ୍ଗେରରୁ ଧରାପଡ଼ିଲା ମାଷ୍ଟରମାଇଣ୍ଡ ମହମ୍ମଦ ଅସଲମ୍। ମହମ୍ମଦ ଅସଲମ୍‌କୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍। ମହମ୍ମଦ ଅସଲମ୍ ନାଁରେ ବିହାର ଓ ପଶ୍ଚିମବଙ୍ଗରେ ବି ମାମଲା ରହିଛି। ତେବେ ଅସଲମକୁ…