2025

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱର୍ଣିଂ

ଭୁବନେଶ୍ୱର : ଆସୁଛି ଲଘୁଚାପ,୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ…

ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ନୀତି: ୩ ବର୍ଷିଆ ପଲିସି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ଅବକାରୀ ନୀତି ଲାଗୁ ହେବ । ଜୁନ୍‌ ୧୫ରୁ ଜୁନ୍‌ ୨୦ ଭିତରେ ନୂଆ ଅବକାରୀ ନୀତି ନେଇ ପଲିସି ଆସିବ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ…

ଭାରତର ‘ପାଣି ବୋମା’କୁ ନିଷ୍କ୍ରିୟ କର- ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ସାଂସଦଙ୍କ ଦାବି

ଭାରତର ‘ପାଣି​ ବୋମା’କୁ ନିଷ୍କ୍ରିୟ କର। ନଚେତ ଭୋକଉପାସରେ ଦେଶବାସୀ ମରିବେ। ଫାକିସ୍ତାନ ସଂସଦରେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନିକଟରେ ଏପରି ଦାବି କରିଛନ୍ତି ସାଂସଦ ସୟେଦ ଅଲ୍ଲୀ ଜାଫର। ସଂସଦରେ ଉଦବୋଧନ ଦେବା ସମୟରେ ବିରୋଧୀ ଦଳ ପାକସ୍ତାନ ତେହରିକ-ଏ-ଇନସାଫ(ପିଟିଆଇ)…

ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍

ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ । ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି…

ସହଦେବ ନାୟକ ହତ୍ୟା ମାମଲା, ମାଟିରେ ମିଶିଲା ଅଭିଯୁକ୍ତଙ୍କ ଘର

ଭୁବନେଶ୍ବର: ଭୁବନେଶ୍ବରରେ ପୋଲିସ ମିତ୍ର ସହଦେବ ନାୟକ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ଘର ଭଙ୍ଗାଯାଉଛି । ମୁଖ୍ୟ ଅଭିଯୁକ୍ତ ରମା ନାୟକର ଘର ଭାଙ୍ଗିଲା BMC । କେଦାରପଲ୍ଲୀ ବସ୍ତିରେ ଥିବା ଘର ଭଙ୍ଗାଯାଇଛି । ପୋଲିସ ଉପସ୍ଥିତିରେ…

ଭାରତ ପାଣି ବନ୍ଦ କଲେ, ଆମେ ନିଶ୍ୱାସ ବନ୍ଦ କରିଦେବୁ; ଏମିତି ଧମକ ଦେଲା ପାକିସ୍ତାନ

ପାକିସ୍ତାନ ସେନା ମୁଖପାତ୍ର ଅହମଦ ସରିଫ୍‍ ଚୌଧୁରୀ ପୁଣି ଥରେ ଭାରତକୁ ଧମକ ଦେଇଛନ୍ତି । ସରିଫ ଚୌଧୁରୀ କହିଛନ୍ତି ଯେ ଯଦି ଭାରତ ଆମର ପାଣି ବନ୍ଦ କରିଦିଏ, ତେବେ ଆମେ ତା’ର ନିଶ୍ୱାସ ବନ୍ଦ କରିଦେବୁ । ଏକ…

ଭିଜିଲାନ୍ସ ଜାଲରେ ଜେଇ, ଏକକାଳୀନ ୮ଟି ସ୍ଥାନରେ ରେଡ୍

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ । ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା…

ଦୁଇ ଇଂଜିନିୟରଙ୍କୁ କୋଟିଏ ୫ ଲକ୍ଷ ଠକେଇ, ଅଭିଯୁକ୍ତକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

ଖୋର୍ଦ୍ଧା: ଇଂଜିନିୟରଙ୍କୁ ଲକ୍ଷଲକ୍ଷ ଟଙ୍କାର ଚୂନ । ଅଭିଯୁକ୍ତକୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଖୋର୍ଦ୍ଧା ବେଗୁନିଆ ଅଞ୍ଚଳର ଅଭିଯୁକ୍ତ ବିଷ୍ଣୁ ପ୍ରସାଦ ପଟ୍ଟନାୟକ ଓରଫ ବିରଞ୍ଚି ପଟ୍ଟନାୟକ ଦୁଇ ଜଣ ଇଂଜିନିୟଙ୍କୁ କୋଟିଏରୁ ଅଧିକ ଟଙ୍କାର ଚୂନ ଲଗାଇଥିଲା ।…

ଜୁନ୍ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର, ଆଲର୍ଟରେ ୧୫ ଜିଲ୍ଲା

ସମ୍ବଲପୁର: ଉପରମୁଣ୍ଡରେ ଲଗାତାର ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାର ଲାଗିଛି । ଯାହାକୁ ନଜରରେ ରଖି ଜୁନ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର । ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଏକ ଚେତାବନୀ ଜାରି କରିଛନ୍ତି ।…

ସ୍ଥିତି ମୁକାବିଲା ପାଇଁ ସରକାର ପ୍ରସ୍ତୁତ, କୋଭିଡକୁ ନେଇ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ସଚିବଙ୍କ ପରାମର୍ଶ

ଭୁବନେଶ୍ବର : ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଜନସାଧାରଣଙ୍କୁ କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାର କୋଭିଡ୍ ଘଟଣା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେ…