‘ଦୁର୍ଗମ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରନ୍ତୁ ସଚିବ’: ପିଏମ୍ ଜନମନ ଯୋଜନାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ(ପିଏମ୍ ଜନମନ) କାର୍ଯ୍ୟକାରୀ ହେଉଛି। ଯୋଜନା କାର୍ଯ୍ୟକାରୀ ହେଉଥିବା ପ୍ରତ୍ୟେକ ଦୁର୍ଗମ ଅଞ୍ଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…
