2025

୨୭ରେ ଲଘୁଚାପ ! ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ

ଭୁବନେଶ୍ବର : ଆସୁଛି ଲଘୁଚାପ ! ମେ’ ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇ ଦିନ ଏହା ଆହୁରି ଅଧିକ ଘନୀଭୂତ…

ପୁଣି ନିମ୍ନଗାମୀ ସେୟାର୍‌ ମାର୍କେଟ: ସେନ୍‌ସେକ୍ସ ୧୦୦୦ ପଏଣ୍ଟ୍‌ ଖସିଲା

ନୂଆଦିଲ୍ଳୀ: ଗତ କିଛି ଦିନ ହେବ ଭାରତୀୟ ସେୟାର୍‌ ବଜାର ଉପର ମୁହାଁ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ପୁଣି ନିମ୍ନଗାମୀ ହୋଇଛି। ବୁଧବାର ଦିନ ଘରୋଇ ଷ୍ଟକ୍ ବଜାର ଗଭୀର ନାଲି ରଙ୍ଗରେ ଖୋଲିଥିଲା। ମଙ୍ଗଳବାରର ଲାଭ…

ଏବେ ମୋଦିର ଶିରାପ୍ରଶିରାରେ ରକ୍ତ ନୁହେଁ ଗରମ ସିନ୍ଦୂର ପ୍ରବାହିତ ହେଉଛି…

ଜୟପୁର : ଏବେ ମୋଦିର ଧମନିରେ କେବଳ ରକ୍ତ ନୁହେଁ, ବରଂ ଗରମ ସିନ୍ଦୂର ପ୍ରବାହିତ ହେଉଛି…….ଏକଥା ଆଜି ପ୍ରଧାନମନ୍ତ୍ରୀ ମୋଦି ନିଜେ କହିଛନ୍ତି। ରାଜସ୍ଥାନର ବିକାନେରରେ ଆୟୋଜିତ ଗୋଟିଏ ରାଲିରେ ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଉପରେ ମନଇଚ୍ଛା ବର୍ଷିଛନ୍ତି। ସେ…

ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ବର: ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ। ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ । ଆସନ୍ତା ଜୁନ୍ ୨୩ ତାରିଖରେ ହୋଇଥାଆନ୍ତା ପଞ୍ଚାୟତ ଉପନିର୍ବାଚନ । ଏନେଇ…

ମୋଦୀଙ୍କ ଫଟୋ ଥିବା ନେକଲେସ ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ମୁମ୍ବାଇ: ପ୍ରତିବର୍ଷ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଫ୍ୟାସନ ସହିତ ଜଡ଼ିତ କିଛି ନୂଆ ଜିନିଷକୁ ଉପସ୍ଥାପନ କରାଯାଇଥାଏ। ଚଳିତବର୍ଷ ଅଭିନେତ୍ରୀ ରୁଚି ଗୁଜ୍ଜର ପିନ୍ଧିଥିବା ନେକଲେସ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଅଭିନେତ୍ରୀ ତଥା ମଡେଲ ରୁଚି ଗୁଜ୍ଜର ୨୦୨୫ ମସିହାରେ…

ୟୁଟ୍ୟୁବରଙ୍କୁ ଅସ୍ତ୍ର କରିଥିଲା ପାକିସ୍ତାନ, ଭାରତୀୟ ଏଜେଣ୍ଟଙ୍କୁ ଧରାଉଥିଲେ ଜ୍ୟୋତି

ନୂଆଦିଲ୍ଲୀ : ନାମ ଯେମିତି କାମ ତା’ର ବୀପରିତ। ଦେଶକୁ ଜ୍ୟୋତି ଦେଖାଇବା ପରିବର୍ତ୍ତେ ଅନ୍ଧାରରେ ରଖିଥିଲେ। ଶତ୍ରକୁ ଗୁପ୍ତ ସୂଚନା ଦେଇ ଦେଶ ସହ ବିଶ୍ବାସଘାତ କରିଥିଲେ। ଭାରତର ସୁରକ୍ଷାକୁ ବିପଦରେ ପକାଇ ଟଙ୍କା ଏବଂ ବିଳାଶପୂର୍ଣ୍ଣ ଜୀବନଯାପନ ପାଇଁ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ। CHSE କାର୍ଯ୍ୟାଳୟରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ। କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇଛି। ଏଥିସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇଛି। ଏନେଇ ଉଚ୍ଚ…

ଭୁବନେଶ୍ବରରେ ISRO ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ୍

ଭୁବନେଶ୍ବର: ଭୁବନେଶ୍ବରରେ ISRO ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ୍ । ଆଜି ସକାଳେ ସେଣ୍ଟ୍ରାଲ ଟୁଲରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର ବା CTTC ପରିଦର୍ଶନ କରିଛନ୍ତି ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ ବା ISRO ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ୍ ।…

ଜୟପୁର ଏୟାରପୋର୍ଟରେ ସୁରକ୍ଷାକର୍ମୀଙ୍କ ଗଳା କାଟିଦେଲେ ଷ୍ଟେସନ ମ୍ୟାନେଜର

ଜୟପୁର: ଜୟପୁର ଏୟାରପୋର୍ଟରେ ଘଟିଯାଇଛି ଅଭାବନୀୟ ଘଟଣା । ଧାରୁଆ ଅସ୍ତ୍ରରେ ସୁରକ୍ଷାକର୍ମୀଙ୍କ ଗଳା କାଟିଦେଲେ ଷ୍ଟେସନ ମ୍ୟାନେଜର । ଯାତ୍ରୀଙ୍କ ସୁରକ୍ଷା ନେଇ ଉଠିଲା ପ୍ରଶ୍ନ । ସୂଚନାଯୋଗ୍ୟ ଯେ, ଜୟପୁର ଏୟାରପୋର୍ଟରେ ହାବିଲଦାର ରାଜେଶ କୁମାର ସାହୁଙ୍କୁ ମରଣାନ୍ତକ…

ଆଫଗାନିସ୍ତାନ ପର୍ଯ୍ୟନ୍ତ ବ୍ୟାପ୍ତ ହେବ ସିପିଇସି, ତ୍ରିପାକ୍ଷିକ ଆଲୋଚନା କଲା ଚୀନ

ଚୀନ ପାକିସ୍ତାନ ଅର୍ଥନୈତିକ କରିଡର(ସିପିଇସି) ଆଫଗାନିସ୍ତାନ ପର୍ଯ୍ୟନ୍ତ ବ୍ୟାପ୍ତ ହେବ। ଏଥିପାଇଁ ଆଫଗାନିସ୍ତାନ ସହମତି ଜଣାଇଛି। ପାକିସ୍ତାନ ଏବଂ ଆଫଗାନିସ୍ତାନ ସହିତ ଚୀନ ତ୍ରିପାକ୍ଷିକ ଆଲୋଚନା କରିଛି। ପାକିସ୍ତାନ ଉପପ୍ରଧାନମନ୍ତ୍ରୀ ତଥା ବିଦେଶ ମନ୍ତ୍ରୀ ଇଶାକ ଦାର, ଚୀନ ବିଦେଶ ମନ୍ତ୍ରୀ…