2025

ଭାରତର ଆକ୍ସନ ପରେ ବ୍ୟାକଫୁଟକୁ ଆସିଲା ବାଂଲାଦେଶ, ସମସ୍ୟା ତୁଟାଇବାକୁ ରଖିଲା ଏମିତି ପ୍ରସ୍ତାବ

ନୂଆଦିଲ୍ଲୀ/ଢାକା,୨୦।୫: ଭାରତ ସ୍ଥଳପଥ ଦେଇ ବାଂଲାଦେଶୀ ରପ୍ତାନି ଉପରେ କଟକଣା ଲଗାଇବା ପରେ, ବାଂଲାଦେଶର ଅନ୍ତରୀଣ ସରକାର କହିଛନ୍ତି ଯେ ସେ ଭାରତ ସହିତ ସମସ୍ତ ବାଣିଜ୍ୟ ସମସ୍ୟାର ସମାଧାନ କରିବାକୁ ଚାହାଁନ୍ତି। ମହମ୍ମଦ ୟୁନୁସଙ୍କ ପରାମର୍ଶଦାତା କହିଛନ୍ତି ଯେ ବାଂଲାଦେଶ…

“ହିନ୍ଦୁମାନଙ୍କୁ କରାଯାଇଥିଲା ଟାର୍ଗେଟ, ମୁର୍ଶିଦାବାଦ ହିଂସା ପଛରେ ଟିଏମସି ନେତାଙ୍କ ହାତ”: ଆସିଲା ରିପୋର୍ଟ

କୋଲକାତା,୨୦।୫: ଗତ ମାସରେ ମୁର୍ଶିଦାବାଦରେ ସଂଘଟିତ ହିଂସାରେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସର ଜଣେ ନେତା ସାମିଲ ଥିଲେ ବୋଲି କୋଲକାତା ହାଇକୋର୍ଟ ଦ୍ୱାରା ଗଠିତ ତଦନ୍ତ କମିଟିର ରିପୋର୍ଟରେ ଦାବି କରାଯାଇଛି। ଓ୍ଵାକଫ୍ ସଂଶୋଧନ ବିଲ୍ ପାସ ସମୟରେ ଘଟିଥିବା…

ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ଲାଗି ଅପରେସନ୍ ଅଲିଭିଆ

ଭୁବନେଶ୍ଵର: ସାମୁଦ୍ରିକ ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ଭାରତୀୟ ତଟରକ୍ଷୀ ବାହିନୀ (ଇଣ୍ଡିଆନ କୋଷ୍ଟ ଗାର୍ଡ)ର ବାର୍ଷିକ ମିଶନ ‘ଅପରେସନ୍ ଅଲିଭିଆ’ ଉଲ୍ଲେଖନୀୟ ସଫଳତା ପାଇଛି । ଭାରତୀୟ ତଟରକ୍ଷୀ ବାହିନୀ ଫେବୃଆରୀ ୨୦୨୫ରେ ଓଡ଼ିଶାର ଋଷିକୂଲ୍ୟା ନଦୀ ମୁହାଣରେ ବସା…

ଫେରିଲା କରୋନା; କିଡନୀ ରୋଗରେ ଆକ୍ରାନ୍ତ ମାସ୍କ ପିନ୍ଧନ୍ତୁ

ଭୁବନେଶ୍ବର : ପୁଣି ଫେରିଛି କରୋନା ମହାମାରୀ । ହଂଙ୍କ ଓ ସିଙ୍ଗାପୁରରେ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ଭାରତରେ ମଧ୍ୟ କରୋନା ଭୟ ଘାରିଛି । ମୁମ୍ବାଇରେ ୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ପୁଣି ଭୟ…

ପଛୁଆବର୍ଗଙ୍କୁ ପୂର୍ଣ୍ଣ ସାମ୍ବିଧାନିକ ଅଧିକାର ଦେବାକୁ ଭାଜପା ବଦ୍ଧପରିକର: ମନମୋହନ ସାମଲ

ଭୁବନେଶ୍ୱର,୨୦।୫: ୨୦୨୪ ନିର୍ବାଚନବେଳେ ସଂକଳ୍ପପତ୍ରରେ ଭାଜପା ପଛୁଆବର୍ଗଙ୍କ ଉନ୍ନତି ସମ୍ପର୍କରେ ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ତାହା ଏବେ ପୂରଣ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଦେଇଛି । ଭାଜପା ରାଜ୍ୟରେ ସରକାର ଗଠନ କରିବାର ମାତ୍ର ୧୧ ମାସ ମଧ୍ୟରେ ପଛୁଆ…

କେମିତି କୋଟିପତି ହେଲେ ପୁରୀ ଝିଅ ପ୍ରିୟଙ୍କା ସେନାପତି, ଫିଟିଲା ବଡ଼ ଗୁମର !

ଭୁବନେଶ୍ୱର,୨୦।୫: ପୁରୀର ଝିଅ ପ୍ରିୟଙ୍କା ସେନାପତି ଏବେ ଚର୍ଚ୍ଚାରେ। ସେ ପାକିସ୍ତାନୀ ସ୍ପାଏ ଜ୍ୟୋତି ମାଲହୋତ୍ରାଙ୍କ ଲିଙ୍କରେ ଥିବାରୁ ତାଙ୍କୁ ନେଇ ତଦନ୍ତ ଜାରି ରହିଛି। ଜାତୀୟ ତଦନ୍ତକାରୀ ସଂସ୍ଥା ପ୍ରିୟଙ୍କାଙ୍କ ଉପରେ କଡ଼ା ନଜର ରଖିଛି । ତେବେ ପ୍ରିୟଙ୍କା…

ଯୁକ୍ତ ୨ ଫଳ ପ୍ରକାଶନରେ ବିଳମ୍ବ: ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସରକାର ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଜୁନ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି କରିଛନ୍ତି। ଫଳରେ ଆଜି ଶେଷ ହେଉଥିବା ଆବେଦନ ଅବଧି ଜୁନ…

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଯୁକ୍ତ ୨ ପରୀକ୍ଷା-୨୦୨୫ ଫଳ ବୁଧବାର ପ୍ରକାଶ ପାଇବ। ଏହି ଫଳ ବୁଧବାର ଅପରାହ୍‌ଣ ୪ଟାରେ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗଣମାଧ୍ୟମକୁ ସୂଚନା ପ୍ରଦାନ କରାଯାଇଛି। ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି…

ସମାଜ କଲ୍ୟାଣ ବୋର୍ଡକୁ କ୍ରିୟାଶୀଳ କରିବେ ସରକାର

ଭୁବନେଶ୍ବର : ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ ରାଜ୍ୟ…

କାଠଯୋଡ଼ିରେ ଗାଧୋଇବା ବେଳେ ଦୁଇ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ: ଆଜି ମିଳିଲା ଆଉ ଏକ ମୃତଦେହ

କଟକ: କଟକ ସିଡିଏ ସେକ୍ଟର ୧୧ ନିକଟରେ ଗତକାଲି କାଠଯୋଡ଼ିରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇଜଣ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଥିଲା। ଗତକାଲି ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା। ହେଲେ ଅନ୍ୟ ଜଣେ ନିଖୋଜ ଥିଲେ। ଆଜି ସକାଳେ ଅନ୍ୟ…