2025

ଦେଶର ସର୍ବବୃହତ୍ ଫ୍ରେଞ୍ଚ ଫ୍ରାଇଜ କାରଖାନା ଉଦ୍‌ଘାଟିତ, ଗୁଜରାଟରେ ୧୦୦୦ କୋଟି ନିବେଶ କଲା ଫାଲକନ ଏଗ୍ରିଫ୍ରିଜ୍

ମେହସାନା : ଓଡ଼ିଶାର ଅଗ୍ରଣୀ ବ୍ୟବସାୟ ପ୍ରତିଷ୍ଠାନ ଫାଲକନ ଗ୍ରୁପ ପକ୍ଷରୁ ଫାଲକନ ଏଗ୍ରିଫ୍ରିଜ ଫୁଡ୍ସ ପ୍ରାଇଭେଟ୍ ଲିମିଟେଡ ଜରିଆରେ ଗୁଜରାଟର ମେହସାନାରେ ନୂଆ ଫ୍ରୋଜେନ ପଟାଟୋ କାରଖାନା ସ୍ଥାପନ କରାଯାଇଛି। ତାହା ହେଉଛି ଦେଶର ସର୍ବବୃହତ ଫ୍ରେଞ୍ଚ ଫ୍ରାଇଜ କାରଖାନା,…

ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ନିମନ୍ତେ ସଂସ୍କୃତି ବିଭାଗର ବୈଠକ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସର୍ବାଙ୍ଗୀନ ବିକାଶ, ଓଡ଼ିଆ ଚଳଚ୍ଚିତ୍ରର ବହୁଳ ପ୍ରଚାର ଓ ପ୍ରସାର, ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଏବଂ ଚଳଚ୍ଚିତ୍ର ଜଗତ ସହିତ ସଂଶ୍ଳିଷ୍ଟ ବିଭିନ୍ନ ପ୍ରସଙ୍ଗକୁ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଦକ୍ଷିଣ ଏସିଆ ଶ୍ରମ ଗତିଶୀଳତା ସମ୍ମିଳନୀରେ ଯୋଗଦେବା ପାଇଁ ଭୁଟାନ ଗଲେ ଉପମୁଖ୍ୟମନ୍ତ୍ରୀ ସିଂହଦେଓ

ଭୁବନେଶ୍ୱର: ବିଶ୍ୱ ବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଶ୍ରମ ଗତିଶୀଳତା ସମ୍ମିଳନୀରେ ଯୋଗଦେବା ପାଇଁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭୁଟାନ ଯାଇଛନ୍ତି। ବିଶ୍ୱ ବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଶ୍ରମ ଗତିଶୀଳତା ସମ୍ମିଳନୀ, ମେ’ ୨୦ ଏବଂ…

ଗରିବ, ଅସହାୟଙ୍କୁ ସହାୟତା ଦେବା ଆମ ସରକାରଙ୍କ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ୧୧ତମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ସୋମବାର ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ…

ଝାରସୁଗୁଡ଼ାରେ ପୂର୍ବତନ ନୀତି ଆୟୋଗ ସିଇଓ ଅମିତାଭ କାନ୍ତଙ୍କ ସମୀକ୍ଷା ବୈଠକ

ଝାରସୁଗୁଡ଼ା: ପୂର୍ବତନ ନୀତି ଆୟୋଗ ସିଇଓ ଅମିତାଭ କାନ୍ତ ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ସୋମବାର ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ଜିଲ୍ଲାପାଳ ଅବୋଲି ସୁନିଲ ନରୱନେ, ଏସପି ସ୍ମିତ ପି ପରମାର ତାଙ୍କୁ ସ୍ବାଗତ କରିଥିଲେ।…

ଲିଙ୍ଗରାଜ ମନ୍ଦିର ଉପରେ ୧୫ ମିନିଟ୍ ଧରି ଉଡ଼ିଲା ସନ୍ଦିଗ୍ଧ ଡ୍ରୋନ୍: ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଉପରେ ପ୍ରାୟ ୧୫ ମିନିଟ୍ ଧରି ଏକ ସନ୍ଦିଗ୍ଧ ଡ୍ରୋନ୍ ଉଡୁଥିବାର ଦେଖାଯାଇଥିବା ଜଣାପଡ଼ିଛି। ଏହା ପରେ ମନ୍ଦିରରେ ସୁରକ୍ଷା ନେଇ ଆଶଙ୍କା ସୃଷ୍ଟି ହୋଇଛି। କିଛି ସେବାୟତ ସନ୍ଧ୍ୟା ୫.୧୫ ରୁ ୫.୩୦ ପର୍ଯ୍ୟନ୍ତ…

ଦୂଷିତ ପାଣିରେ ସ୍ନାନ କରୁଛନ୍ତି ବାବାମଣି, ପ୍ରଶାସନର ଚିନ୍ତା ନାହିଁ

ଆରଡି: ଗ୍ରୀଷ୍ମର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା ବେଳେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିପୀଠରେ ଏହା ପ୍ରହସନ ପାଲଟିଛି। ବ୍ଲକ ପ୍ରଶାସନ ପକ୍ଷରୁ ହାତ ଗଣତିରେ ଥିବା ୩ଟି ଜଳଛତ୍ର ଖୋଲାଯାଇଛି। ହେଲେ ଜଳଛତ୍ରରେ କେଉଁଠି…

ଡ୍ରପ୍ ଆଉଟ୍ ହାର ରୋକିବା ପାଇଁ ଓଡ଼ିଶାର ଘରକୁ ଘର ବୁଲି ସର୍ବେକ୍ଷଣ ଦେଶ ପାଇଁ ଉଦାହରଣ: କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟର ବିଦ୍ୟାଳୟ ଶିକ୍ଷା ପରିପୃଷ୍ଠ, ସ୍କୁଲ ଭିତ୍ତିଭୂମିର ଉନ୍ନତିକରଣ, ଜାତୀୟ ପାଠ୍ୟକ୍ରମ ରୂପରେଖ ସହିତ ସମନ୍ୱୟ ରଖି ପାଠ୍ୟପୁସ୍ତକ ଏବଂ ଶିକ୍ଷଣ…

ନୁହରୁ ଆଉଜଣେ ପାକ୍ ଗୁପ୍ତଚର ଗିରଫ, ହ୍ୱାଟ୍ସଆପ୍ ଚାଟ୍‌ରୁ ମିଳିଲା ଦେଶଦ୍ରୋହର ପ୍ରମାଣ

ନୁହ: ପାକିସ୍ତାନୀ ଗୁପ୍ତଚର ନେଟୱର୍କ ବିରୋଧରେ ହରିୟାଣା ପୁଲିସ ଏବଂ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକୁ ଆଉ ଏକ ବଡ଼ ସଫଳତା ମିଳିଛି। ପାକିସ୍ତାନ ପାଇଁ ଗୁପ୍ତଚର କାମ କରିବା ଅଭିଯୋଗରେ ନୁହ ଜିଲାରେ ପୁଲିସ ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଆଉ ଜଣେ…

ବ୍ଲାକଆଉଟ୍‌ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ ଜ୍ୟୋତି

ନୂଆଦିଲ୍ଲୀ : ପାକିସ୍ତାନ ପାଇଁ ଗୁପ୍ତଚରି କରିବା ଅଭିଯୋଗରେ ଗିରଫ ହୋଇଥିବା ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଅପରେସନ ‘ସିନ୍ଦୂର’ରେ ବ୍ଲାକଆଉଟ୍ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ଯୋଗାଯୋଗରେ ରହିଥିଲେ। ଏପରି କି ଅପରେସନ ସିନ୍ଦୂରର ଦିନକ ପୂର୍ବରୁ ଅର୍ଥାତ ମେ…