2025

ପାକିସ୍ତାନ ଆଗରେ ୧୧ଟି ସର୍ତ୍ତ ରଖିଲା IMF

ନ୍ୟୁୟର୍କ: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ପାକିସ୍ତାନ ଉପରେ ଏହାର ରିଲିଫ୍ କାର୍ଯ୍ୟକ୍ରମର ପରବର୍ତ୍ତୀ ପର୍ଯ୍ୟାୟ ଜାରି କରିବା ପାଇଁ ୧୧ଟି ନୂତନ ସର୍ତ୍ତ ଲାଗୁ କରିଛି। ଏହା ସହିତ, ଆଇଏମଏଫ ପାକିସ୍ତାନକୁ ଚେତାବନୀ ଦେଇଛି ଯେ ଭାରତ ସହିତ ଉତ୍ତେଜନା…

ମେ ୧୯ରୁ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ

କଟକ: କଟକ ସହରରେ ଓଡ଼ିଶା ହାଇକୋର୍ଟ ଗ୍ରୀଷ୍ମ ଛୁଟି ପାଇଁ ମେ ୧୯ରୁ ଜୁନ୍ ୧୬ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଜରୁରୀ ମାମଲା ଶୁଣାଣି ପାଇଁ କିଛି ନିର୍ଦ୍ଦିଷ୍ଟ ତାରିଖରେ ଭେକେସନ ବେଞ୍ଚ ଗଠନ କରାଯିବ। କାର୍ଯ୍ୟସୂଚୀ…

ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ

ଆନନ୍ଦପୁର : ଏମିତି ସାଙ୍ଗ ଜଗତେ ନାହିଁ । ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ । କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ବଡ଼ପଦନା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଶୁଭମ ସାହୁ । ପଦନା ଗାଁର ଶୁଭମ…

୨୭୩ ଡ୍ରୋନ ସହ ୟୁକ୍ରେନ ଉପରେ ରୁଷର ଆକ୍ରମଣ

କିବ୍: ରବିବାର ପ୍ରତ୍ୟୁଷରେ ରୁଷ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତର ସବୁଠାରୁ ବଡ଼ ଏବଂ ଆକ୍ରମଣାତ୍ମକ ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣ ଡ୍ନିପ୍ରୋପେଟ୍ରୋଭସ୍କ ଏବଂ ଡୋନେସ୍କ ଅଞ୍ଚଳକୁ ଦୋହଲାଇ ଦେଇଥିଲା। ଏହି ଆକ୍ରମଣ ୟୁକ୍ରେନର ପ୍ରତିରକ୍ଷା ବ୍ୟବସ୍ଥା ପାଇଁ ସମସ୍ୟା ସୃଷ୍ଟି…

ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପ୍ରସଙ୍ଗ: ଗାଇଡଲାଇନ ଜାରି କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପୁରୀ: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପାଇଁ ଗାଇଡଲାଇନ ଆଣିବାକୁ ଜାରି କଲେ ନିର୍ଦ୍ଦେଶନାମା । ପୁରୀ ଜଗନ୍ନାଥ ମନ୍ଦିରର ସମ୍ପତ୍ତିର ସୁରକ୍ଷା ଏବଂ ପରିଚାଳନା ସମ୍ପର୍କରେ , ଓଡ଼ିଶା…

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ରବିବାର ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଭିତରକାଠ ନିକଟରେ ବାନ୍ତି ପଡ଼ିଥିବା ଦେଖିବାକୁ ମିଳିବା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। ଏଥିପାଇଁ ଶ୍ରୀଜୀଉମାନଙ୍କ ଦର୍ଶନକୁ ୧ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଅବକାଶ ନୀତି…

ଅପରେସନ ସିନ୍ଦୂର ପାକିସ୍ତାନ ପାଇଁ ଏକ ଶିକ୍ଷା ଥିଲା : ଭାରତୀୟ ସେନା

ନୂଆଦିଲ୍ଲୀ: ଭାରତୀୟ ସେନା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଅପରେସନ ସିନ୍ଦୂର ସହିତ ଜଡିତ ଆଉ ଏକ ନୂଆ ଭିଡିଓ ସେୟାର କରିଛି। ଏହି ଭିଡିଓରେ ସେନାର ସୈନିକମାନେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ସମ୍ପୂର୍ଣ୍ଣ ଧ୍ୱଂସ କରୁଥିବାର ଦେଖିବାକୁ ମିଳୁଛି। ଭାରତୀୟ ସେନା…

ଆଇଏସ୍ଆଇର ତିନିଜଣ ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ ଜ୍ୟୋତି

ନୂଆଦିଲ୍ଲୀ: ୟୁଟ୍ୟୁବ ଏବଂ ଇନଷ୍ଟାଗ୍ରାମରେ ବିପୁଳ ଲୋକପ୍ରିୟତା ହାସଲ କରିଥିବା ଜ୍ୟୋତି ମାଲହୋତ୍ରା ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ପାକିସ୍ତାନ ଗୁଇନ୍ଦା ସଂସ୍ଥା ଆଇଏସ୍ଆଇ ଏବଂ ପାକିସ୍ତାନୀ ଏଜେଣ୍ଟମାନଙ୍କୁ ଦେଶର ସମ୍ବେଦନଶୀଳ ସୂଚନା ପ୍ରଦାନ କରିଥିବା ଅଭିଯୋଗରେ…

ଗଛରୁ CRPF ଯବାନଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ବଲାଙ୍ଗିର: ଗଛରେ ଝୁଲିଛି CRPF ଯବାନଙ୍କ ମୃତଦେହ । ଘରକୁ ଛୁଟିରେ ଆସିଥିବା ବେଳେ ଘଟିଲା ଅଘଟଣ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଗାଁର ଦୁଲ୍ଲଭ ଭୋଇଙ୍କ ପୁଅ ଭକ୍ତରାମ…

ଗସ୍ତ ନାମରେ ସରକାର ଟୁର୍-ଟ୍ରାଭେଲ୍ କମ୍ପାନି ଖୋଲିଲେ: ପ୍ରତିନିଧି ଦଳ ନେଇ ସଞ୍ଜୟଙ୍କ କଟାକ୍ଷ

ମୁମ୍ବାଇ: ଅପରେସନ ସିନ୍ଦୂର ଉପରେ ଭାରତର ଚିନ୍ତାଧାରାକୁ ଅନ୍ତର୍ଜାତୀୟ ସମ୍ପ୍ରଦାୟ ନିକଟରେ ପ୍ରଭାବଶାଳୀ ଭାବରେ ପହଞ୍ଚାଇବାକୁ ଭାରତ ସରକାର ଶନିବାର ଦିନ ସଂକଳ୍ପ ନେଇଛନ୍ତି। ଏନେଇ ଭାରତୀୟ ଜନତା ପାର୍ଟି ପ୍ରତିନିଧିମଣ୍ଡଳର ୭ଟି ଟିମ୍ ଗଠନ କରିଥିଲା। ​​ଯେଉଁମାନେ ସୀମାପାର ଆତଙ୍କବାଦ…