ଯାଜପୁରରେ ବଡ଼ ନିବେଶ କରିବ ଟାଟା, ମିଳିବ ୩୫ ହଜାର ନିଯୁକ୍ତି
ଭୁବନେଶ୍ୱର: ମେ ୨୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯାଜପୁରରେ ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଆଉ ୪ଟି ପ୍ରକଳ୍ପର ଉଦଘାଟନ କରିବେ ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଶନିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୧.୧୪ ଲକ୍ଷ…
ଭୁବନେଶ୍ୱର: ମେ ୨୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯାଜପୁରରେ ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଆଉ ୪ଟି ପ୍ରକଳ୍ପର ଉଦଘାଟନ କରିବେ ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଶନିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୧.୧୪ ଲକ୍ଷ…
କାଶ୍ମୀର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପରାମର୍ଶ ଦେଇଛନ୍ତି ଏଆଇଏମଆଇଏମ ମୁଖ୍ୟ ତଥା ହାଇଦ୍ରାବାଦ ସାଂସଦ ଅସଉଦ୍ଦିନ ଓଓ୍ବେସୀ। କାଶ୍ମୀରବାସୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ସେମାନଙ୍କ କଥା ଚିନ୍ତା କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି। ଓଓ୍ବେସୀ କହିଛନ୍ତି, ପହଲଗାଓଁ ଆକ୍ରମଣ…
କଟକ: ଜଗତପୁର ନୂତନ ଶିଳ୍ପାଞ୍ଚଳରେ ଥିବା ଏକ ବିସ୍କୁଟ କମ୍ପାନିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ମୂଲ୍ୟର ସଂପତ୍ତି ନଷ୍ଟ ହୋଇଥିବା ଜଣାଯାଇଛି। ବିସ୍କୁଟ କମ୍ପାନିର ମାଲିକ ଦୁର୍ଗାମାଧବ ପାଣିଗ୍ରାହୀଙ୍କ ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ…
ଭୁବନେଶ୍ୱର: ଘର ବାହୁଡ଼ିବେ କି ଭୂପିନ୍ଦର ସିଂ? କଂଗ୍ରେସ ଆଡ଼କୁ ଢଳୁଛନ୍ତି କି ବରିଷ୍ଠ ବିଜେଡି ନେତା? ବିଜେଡି ନେତାଙ୍କ ଆଇପିଏଲ୍ ଉଦାହରଣକୁ ନେଇ ରାଜ୍ୟ ରାଜନୀତିରେ ଜୋର ଧରିଲା ଚର୍ଚ୍ଚା। ଏବେ ଭୂପିନ୍ଦର ସିଂଙ୍କ ଆସିଲା ବିସ୍ଫରକ ବୟାନ। ସେ…
ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଅପରେସନ୍ ସିନ୍ଦୂର ପରେ କେନ୍ଦ୍ର ସରକାର ସମସ୍ତ ପ୍ରମୁଖ ସହଭାଗୀ ରାଷ୍ଟ୍ରକୁ ସର୍ବଦଳୀୟ ପ୍ରତିନିଧି ଦଳ ପଠାଇବେ। ଏହି ପ୍ରତିନିଧି ଦଳରେ ବିଭିନ୍ନ ରାଜନୈତିକ ଦଳର ସାଂସଦମାନେ ରହିବେ। ଏହି ଦଳକୁ ଭାରତର ଆନୁଷ୍ଠାନିକ ଆଭିମୁଖ୍ୟ…
ଭୁବନେଶ୍ୱର: ରାଜ୍ୟର ଏସ୍ଇବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷାନୁଷ୍ଠାନଗୁଡ଼ିକରେ ୧୧.୨୫ ପ୍ରତିଶତ ସିଟ୍ ସଂରକ୍ଷଣ ଘୋଷଣାକୁ ବିଜେଡି ଧୋକା ଓ ପ୍ରବଞ୍ଚନା ବୋଲି କହିଛି। ଏସ୍ଇବିସି ବା ଓବିସି ବର୍ଗର ଛାତ୍ରଛାତ୍ରୀଙ୍କୁ ସମସ୍ତ ଶିକ୍ଷାନୁଷ୍ଠାନରେ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ ଦାବିରେ…
ଭଦ୍ରକ: ଭିଜିଲାନ୍ସ ଜାଲରେ ବାସୁଦେବପୁର ଜେଇ ଅଶୋକ ଦାସ। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ। ନିୟୁଇଣ୍ଡିଆ ସାହି ସ୍ଥିତ ଭଡ଼ା ଘରେ ଠିକାଦାରଙ୍କଠୁ ଲାଞ୍ଚ ନେଲାବେଳେ ଧରାପଡ଼ିଲେ ଜେଇ। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର କନିଷ୍ଠ…
ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଅପରେସନ ସିନ୍ଦୁର ପରେ, ଭାରତ ସରକାର ଜାତୀୟ ସୁରକ୍ଷା ସ୍ୱାର୍ଥକୁ ଧ୍ୟାନରେ ରଖି ତୁର୍କୀର ଏକ କମ୍ପାନୀର ବିମାନ ସୁରକ୍ଷା କ୍ଲିୟରାନ୍ସକୁ ତୁରନ୍ତ ପ୍ରଭାବରେ ବାତିଲ କରିଛନ୍ତି। ଏହି ନିଷ୍ପତ୍ତି…
ଭୁବନେଶ୍ୱର : ଆରବସାଗରରେ କର୍ଣ୍ଣାଟକ ଉପକୂଳରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ୨୧ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ…
ରାଉରକେଲା: ଗତ ବୁଧବାର ରାତିରେ ରାଉରକେଲା ଷ୍ଟେସନରେ ଗୀତାଞ୍ଜଳି ଏକ୍ସପ୍ରେସରୁ ଜଣେ ବିଏସଏଫ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛୁଟି ସାରି ସେ ଛତିଶଗଡ଼ର ସୋନପୁର ସ୍ଥିତ ତାଙ୍କ ବେସ୍ କ୍ୟାମ୍ପକୁ ଫେରୁଥିବା ବେଳେ ଏହି ଅଘଟଣ ଘଟିଛି। ଆସାମର ବାରପେଟାର…