ଦୀଘାରେ ‘ଜଗନ୍ନାଥ ଧାମ’ ବିବାଦ: ସରକାର ନେବେ ଆଇନ୍ଗତ ପଦକ୍ଷେପ
ଭୁବନେଶ୍ବର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଉପକୂଳ ସହର ‘ଦୀଘା’ରେ ଜଗନ୍ନାଥ ମନ୍ଦିରରେ ଧାମ ଲେଖିବା ପ୍ରସଙ୍ଗ ନେଇ ଗୁରୁବାର ଆଇନ ମନ୍ତ୍ରୀ ପୃଥ୍ବରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ଆଇନଗତ ପଦକ୍ଷେପ ନିଆଯିବ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପତ୍ର…
