2025

ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ, ବିଶୋଇ…

ଆଦମପୁର ଏୟାର ବେସ୍ ଯାଇ ସାରା ଦୁନିଆକୁ ସତ ଦେଖାଇଲେ ମୋଦୀ

ଅମୃତସର: ପଦାରେ ପଡିଲା ପାକିସ୍ତାନର ମିଛ, ଗାଲୁଆ ପାକିସ୍ତାନ ଯେଉଁ ଅଭିଯୋଗ କରୁଥିଲା ତାହା ଆଜି ଧରାପଡିଲା । ଆଉ ସତ କଣ ସାରା ଦୁନିଆ ଦେଖିଲା । ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ଯେତବେଳେ ଅପରେସନ ସିନ୍ଦୂର ଜରିଆରେ ଭାରତ…

ନୂଆପଡ଼ାରେ ବାଘ ଆତଙ୍କ, ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ

ନୂଆପଡ଼ା : ନୂଆପଡ଼ାରେ ବାଘ ଆତଙ୍କ । ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ । ଧରମବନ୍ଧା ଥାନା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଆଶରାମ ରାଉତଙ୍କ ଗୁହାଳରେ ପଶି ଗାଈକୁ ମାରିଦେଇଥିବା ଅଭିଯୋଗ ହୋଇଛି ।…

ଶେଷରେ ସତ ମାନିଲା ପାକିସ୍ତାନ, ଭାରତର ଆକ୍ରମଣରେ ବଡ଼ କ୍ଷତି ହୋଇଛି

ନୂଆଦିଲ୍ଲୀ: କଥାରେ ଅଛି ହନୁ ମଲା ବେଳେ ସତ କୁହେ… ଆଉ ସେ କଥା ସତ ହୋଇଛି ପାକିସ୍ତାନ କ୍ଷେତ୍ରରେ । ପହଲଗାମ୍ ପ୍ରତିଶୋଧ ନେବାକୁ ଯାଇ ଭାରତ ଯେଉଁ ରକ୍ତମୁଖା ଜବାବ ଦେଇଛି ଆଉ ଯେଉଁ ଶୈଳୀରେ ବଦଲା ନେଇଛି……

ସିବିଏସଇ ଦଶମ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୩.୬୬ ପ୍ରତିଶତ ରେକର୍ଡ

ଭୁବନେଶ୍ବର: ପ୍ରଥମେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପରେ ଏବେ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ପାସ୍‍ହାର ୯୩.୬୬ ପ୍ରତିଶତ ରହିଛି । ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୨.୩୭…

ଭାରତମାତା ପାଇଁ ଗୌରବ ଆଣିଛନ୍ତି ସେନା: ପ୍ରଧାନମନ୍ତ୍ରୀ

ଆଦମପୁର : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପରେ, ସୀମାରେ ଆପେକ୍ଷିକ ଶାନ୍ତି ରହିଛି। ‘ଅପରେସନ୍ ସିନ୍ଦୂର’ ଏବଂ ଅସ୍ତ୍ରବିରତି ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରାତିରେ ଜାତି ଉଦ୍ଦେଶ୍ୟରେ ତାଙ୍କ ଅଭିଭାଷଣରେ ସଶସ୍ତ୍ର ବାହିନୀର ପ୍ରଶଂସା କରିଥିଲେ…

IAS ସନ୍ତୋଷ କୁମାରଙ୍କୁ ମିଳିଲା ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ

ଓଡ଼ିଶା କ୍ୟାଡରର ୧୯୯୪ ବ୍ୟାଚର ବରିଷ୍ଠ IAS ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ମିଳିଲା ନୂଆ ଓ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ବର୍ତ୍ତମାନ ସେ ନୂଆ ଓ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (MNRE)ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହ…

ଆମେରିକା ରାଷ୍ଟ୍ରପତିଙ୍କୁ ଏହି ସ୍ୱତନ୍ତ୍ର ଉପହାର ଦେବ କାତାର

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚଳିତ ମାସ ମେ ୧୪ ତାରିଖରେ କାତାର ଗସ୍ତରେ ଯାଉଛନ୍ତି। ଆଉ ଏହି ସମୟ ମଧ୍ୟରେ, କାତାର ସରକାର ତାଙ୍କୁ ଏକ ବିଳାସପୂର୍ଣ୍ଣ ବୋଇଂ ୭୪୭-୮ ଜମ୍ବୋ ଜେଟ୍ ଉପହାର ଦେଉଛନ୍ତି। ଏହି ବିମାନର…

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍‍ ହାର ୮୮.୩୯ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ…

ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଙ୍କ ସମୀକ୍ଷା ବୈଠକ

ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ମଧ୍ୟ ଘନ ଘନ ସମୀକ୍ଷା ବୈଠକ ଜାରି ରହିଛି । ଆଜି ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସିଡିଏସ୍‍, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ…