2025

ଆଣ୍ଡାମାନ ଛୁଇଁଲା ମୌସୁମୀ, ଦୁଇ ସପ୍ତାହ ମଧ୍ୟରେ କେରଳ ଛୁଇଁବ

ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି…

ସୋପିଆନରେ ୩ ଲଶ୍କର ଆତଙ୍କୀଙ୍କୁ ନିପାତ କଲା ସେନା

ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ସେନାକୁ ବଡ଼ ସଫଳତା ମିଳିଛି। ଗୁଳିବିନିମୟ ସମୟରେ ଭାରତୀୟ ଯବାନମାନେ ଲଶ୍କର-ଏ-ତଇବା ସଂଗଠନତ ୩ ଆତଙ୍କୀଙ୍କୁ ନିପାତ କରିଛନ୍ତି। ସୋପିଆନର ଜମ୍ପାଥରି ଅଞ୍ଚଳରେ ଏହି ଗୁଳିବିନିମୟ ଜାରି ରହିଛି। ପହଲଗାଓଁ ଆକ୍ରମଣ ପରେ ସେନା ପକ୍ଷରୁ ଅପରେସନ…

ଶ୍ରୀମନ୍ଦିର ସୁରକ୍ଷା ପାଇଁ ମୁତୟନ ହେଲା ଆର୍ମ ଭେଇକିଲ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଆର୍ମ ଭେଇକିଲ ସୁରକ୍ଷା ମନ୍ଦିର ସମ୍ମୁଖରେ ମୁତୟନ ହୋଇଛି। ସମସ୍ତ ସୁରକ୍ଷା ଦିଗକୁ ନେଇ ଅନୁଧ୍ୟାନ କରିଛନ୍ତି ଡିଜି ଓ୍ବାଇ ବି ଖୁରାନିଆ। ବିଶେଷକରି ଯଦି କୌଣସି ଆତଙ୍କବାଦୀ ଆକ୍ରମଣ ଘଟିବ ତାହା ହେଲେ ତାକୁ…

୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ବଞ୍ଚିଲା ଦୁଇ ଜୀବନ

ଭୁବନେଶ୍ୱର : ମୃତ୍ୟୁ ପରେ ଆଉ ଦୁଇଟି ଜୀବନ ବଂଚାଇବାରେ ସଫଳ ହୋଇପାରିଛି ଛଅ ବର୍ଷର ଏକ ଶିଶୁପୁତ୍ର । ବାରିପଦା ମୂର୍ଗାବାଡି ଅଚଂଳର ଏହି ଶିଶୁଟିର ଆକସ୍ମିକ ଦୁର୍ଘଟଣାରେ ମୁଣ୍ଡରେ ଗଭୀର ଆଘାତ ଯୋଗୁଁ ସ୍ଥାନୀୟ ସମ୍‌ ଅଲ୍ଟିମେଟ ମେଡିକେୟାରରେ…

ସୀମାନ୍ତରେ ସୈନ୍ୟ ସଂଖ୍ୟା ହ୍ରାସ କରିବେ ଭାରତ-ପାକିସ୍ତାନ, ଫୁଟିବନି ଗୋଟିଏ ବି ଗୁଳି

ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଡିଜିଏମଓ ସ୍ତରୀୟ ବୈଠକ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଅସ୍ତ୍ରବିରତି ପରେ ଦୁଇ ଦେଶ ମଧ୍ୟରେ ଡିଜିଏମଓ ସ୍ତରରେ ଏହା ପ୍ରଥମ ଆଲୋଚନା ଥିଲା। ଆଲୋଚନା ସମୟରେ ଦୁଇ ପକ୍ଷ ଗୋଟିଏ ବି…

ଦେଢ଼ ମାସରେ ୪,୫୯୯ ଛାତ୍ରଛାତ୍ରୀ ପାଲଟିଲେ କୃଷି ଶ୍ରମିକ

ନବରଙ୍ଗପୁର: ଗତ ଦେଢ଼ ମାସ ହେବ ଜିଲ୍ଲାର ୧୦ଟି ଯାକ ବ୍ଲକ୍‌ରେ ଧାନ ଅମଳ ପରେ ଏବେ ମକା ଓ ଆଖୁ ଅମଳ କାମ ସହ କେନ୍ଦୁପତ୍ର ତୋଳିବା ଜୋରସୋରରେ ଚାଳିଛି। ତେବେ ଜିଲ୍ଲାର ସବୁ ବ୍ଲକରୁ ବହୁ ପୁରୁଷ, ମହିଳା,…

ଭାରତ-ପାକିସ୍ତାନ ବିବାଦରୁ ଶ୍ରେୟ ଖୋଜୁଛି ଆମେରିକା: ଟ୍ରମ୍ପ କହିଲେ-ପରମାଣୁ ଯୁଦ୍ଧ ରୋକିଦେଲୁ

ନୂଆଦିଲ୍ଲୀ : ଆମେରିକାର ଦୋମୁହାଁ ନୀତି କାହାକୁ ଅଛପା ନାହିଁ। ଦୁଇ ଦେଶ ମଧ୍ୟରେ ଯୁଦ୍ଧ କରାଇବା ଏବଂ ସେମାନଙ୍କୁ ଅସ୍ତ୍ରଶସ୍ତ୍ର ବିକି ନି​‌ଜେ ଫାଇଦା ଉଠାଇବା ହେଉଛି ଆମେରିକାର ପ୍ରବୃତ୍ତି। ଭାରତ-ପାକିସ୍ତାନ ବିବାଦରେ ବି ନିଜର ଫାଇଦା ଉଠାଇବାକୁ ଲାଗି…

ପରମାଣୁ ଅସ୍ତ୍ର ବ୍ଲାକମେଲିଂକୁ ସହିବୁ ନାହିଁ: ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଏବଂ ପାକିସ୍ତାନର ଡିଜିଏମଓଙ୍କ ମଧ୍ୟରେ ନିର୍ଦ୍ଧାରିତ ଆଲୋଚନା ପରେ ଦେଶକୁ ସମ୍ବୋଧିତ କରିଛନ୍ତି। ଅପରେସନ ସିନ୍ଦୂର ପରେ, ସେ ପ୍ରଥମ ଥର ପାଇଁ ଦେଶର ଜନତାଙ୍କ ସମ୍ମୁଖରେ ପାକିସ୍ତାନ, ପିଓକେ, ଅସ୍ତ୍ରବିରତି, ଆତଙ୍କବାଦକୁ…

ଉତ୍କଳ ସର୍ବୋଦୟ ମଣ୍ଡଳ ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ ଉଦ୍‌ଯାପିତ

ଢେଙ୍କାନାଳ: ମହାତ୍ମା ଗାନ୍ଧୀଙ୍କ ଅହିଂସା ଦର୍ଶନ ଆଜିର ହିଂସା, ଆତଙ୍କବାଦ, ସାମ୍ପ୍ରଦାୟିକତା ଓ ଯୁଦ୍ଧଗ୍ରସ୍ତ ବିଶ୍ୱ ପାଇଁ ଅଧିକ ଜରୁରି, ଶାନ୍ତି ଆମର କାମ୍ୟ ଅହିଂସା ଆମର ଧର୍ମ ବୋଲି ଉତ୍କଳ ସର୍ବୋଦୟ ମଣ୍ଡଳ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀରେ…

ଖରସ୍ରୋତା ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର

ଯାଜପୁର : ଗାଈ ଚରାଇବାକୁ ଯାଇ ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର। ପାଣିକୋଇଲି ଥାନା ତଣ୍ଡରା ତଣ୍ଡରା ଗ୍ରାମର କୈଲାସ ମଲ୍ଲିକଙ୍କ ପୁଅ ସିଦ୍ଧାର୍ଥ ମଲ୍ଲିକ ଖରସ୍ରୋତା ନଦୀ କୂଳରେ ଗାଈ ଚରାଉଥିବା ବେଳେ ନଦୀକୁ ପାଣି…