2025

ଆତଙ୍କବାଦ ହେଉଛି କୁକୁରର ଲାଞ୍ଜ, ଯାହା କେବେ ସିଧା ହେବ ନାହିଁ: ଯୋଗୀ

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉତ୍ତରପ୍ରଦେଶର ଲକ୍ଷ୍ନୌରେ ବ୍ରହ୍ମୋସ କ୍ଷେପଣାସ୍ତ୍ର ନିର୍ମାଣ ପାଇଁ ବ୍ରହ୍ମୋସ ଏରୋସ୍ପେସ୍ ଇଣ୍ଟିଗ୍ରେସନ୍ ଏବଂ ପରୀକ୍ଷଣ ସୁବିଧାର ଉଦଘାଟନ କରିଛନ୍ତି। ଉଦଘାଟନୀ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମସ୍ତ ସୈନିକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଇସ୍ରୋ ଅଧ୍ୟକ୍ଷଙ୍କ ବଡ଼ ସୂଚନା: ଶତ୍ରୁଙ୍କ ଉପରେ ନଜର ରଖିଛି ୧୦ ସାଟେଲାଇଟ୍‌

ମଣିପୁର,୧୨।୫: ମଣିପୁର ଇମ୍ଫାଲରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ ଯୋଗଦେଇ ବଡ଼ ଦେଶବାସୀଙ୍କୁ ବଡ଼ ସୂଚନା ଦେଇଛନ୍ତି। ଇସ୍ରୋ ଭାରତର ସ୍ଥଳ ସୀମା ଏବଂ ଜଳ ସୀମା ଉପରେ ୨୪ ଘଣ୍ଟିଆ ନଜର…

“ଆକାଶରେ ଶତ୍ରୁଙ୍କୁ ନଷ୍ଟ କରିଛି ସେନା”: ପାକିସ୍ତାନୀ ମିରାଜ ଜେଟ୍ ଖସାଇଥିବା ନିଶ୍ଚିତ କଲା ଭାରତ

ନୂଆଦିଲ୍ଲୀ : ସୋମବାର ଭାରତ ନିଶ୍ଚିତ କରିଛି ଯେ ଅପରେସନ୍ ସିନ୍ଦୁର ସମୟରେ ଏକ ପାକିସ୍ତାନୀ ମିରାଜ ଯୁଦ୍ଧ ବିମାନ ଖସାଯାଇଛି। ଭାରତୀୟ ସେନା ଦ୍ୱାରା ଶେୟାର କରାଯାଇଥିବା ଏକ ଭିଡିଓରେ ପାକିସ୍ତାନୀ ମିରାଜର ଭଗ୍ନାବଶେଷ ଦେଖାଯାଇଛି। ନୂଆଦିଲ୍ଲୀରେ ଆୟୋଜିତ ଏକ…

ପାକ୍ ଗୁଳିମାଡ଼ ଯୋଗୁଁ ଯେଉଁମାନେ ଘର ଛାଡିଛନ୍ତି ସେମାନେ ଏବେ ଫେରିପାରିବେ: ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ

ପୁଞ୍ଚ/ଜାମ୍ମୁ: ଜମ୍ମୁ କାଶ୍ମୀରରେ ସମ୍ପ୍ରତି ପାକିସ୍ତାନ ଗୁଳିମାଡ଼ ଏକ “ଯୁଦ୍ଧ ପରି ପରିସ୍ଥିତି” ସୃଷ୍ଟି ହୋଇଥିଲା। ଫଳରେ ପୁଞ୍ଚ ଜିଲା ସମେତ ରାଜ୍ୟର ଅନେକ ସ୍ଥାନ ଆକ୍ରମଣରେ ପ୍ରଭାବିତ ହୋଇଥିଲା। ଦୁଇ ଦେଶ ମଧ୍ୟରେ ଏକ ସାମରିକ ବୁଝାମଣା ଯୋଗୁଁ ପାକ…

୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନକୂଳ ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ମିଳିଛି । ଆଣ୍ଡାମାନ ସାଗର ଓ…

୧୦୦ରୁ ଅଧିକ ଆତଙ୍କବାଦୀ ନିପାତ ହୋଇଛନ୍ତି : ଭାରତୀୟ ସେନା

ନୂଆଦିଲ୍ଲୀ : ଆତଙ୍କବାଦ ବିରୋଧରେ ଥିଲା ଅପରେସନ ସିନ୍ଦୂର ଓ ତାହା ୧୦୦ ପ୍ରତିଶତ ସଫଳ ହୋଇଛି । ଏଥିରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି ବୋଲି ଭାରତୀୟ ସେନା କହିଛି । ରବିବାର ଭାରତର ତିନି ସେନା ଦ୍ୱାରା…

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ପୁରୀ : ଦିଘା ଜଗନ୍ନାଥ ମନ୍ଦିର ବିବାଦରେ ଜଡ଼ିତ ହୋଇ ପଡ଼ିଥିବା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି । ବଳକା ଦାରୁରେ ଦିଘା ମନ୍ଦିର ଜଗନ୍ନାଥ ବିଗ୍ରହ ନିର୍ମାଣ ନେଇ ଦ୍ବନ୍ଦ୍ବାତ୍ମକ ଏବଂ ବିବାଦୀୟ ବୟାନ ଦେଇ…

କାହାର ମଧ୍ୟସ୍ଥତା ଦରକାର କରୁନି ଭାରତ, ଆତଙ୍କବାଦୀଙ୍କୁ ହସ୍ତାନ୍ତର କଲେ ଆଲୋଚନା ହେବ: ମୋଦୀ

କାଶ୍ମୀର ପ୍ରସଙ୍ଗରେ ଭାରତ କୌଣସି ବାହ୍ୟ ରାଷ୍ଟ୍ରର ମଧ୍ୟସ୍ଥତା ଦରକାର କରୁନି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ଅପରେସନ ‘ସିନ୍ଦୂର’ରେ ପାକିସ୍ତାନ ଉପରେ ଭାରତର ପ୍ରଚଣ୍ଡ ଆକ୍ରମଣ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟସ୍ଥତା କରିବାକୁ…

ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ

ପୁରୀ : ଜମ୍ମୁରୁ ସୁରକ୍ଷିତ ଫେରିଛନ୍ତି ପୁରୀ ସୁଜାତା ନଗରର ତେଜସ୍ବିନୀ ମହାପାତ୍ର । ଭଲୱାଲ ଜିଲ୍ଲାରେ ବିଇଡି ପଢୁଥିଲେ । ଭାରତ – ପାକିସ୍ତାନ ଉତ୍ତେଜନା ଖବର ପରିବାର ଲୋକଙ୍କୁ ବିଚଳିତ କରିଥିଲା l ତେବେ ସେଠାରେ ଥିବା ଛାତ୍ରଛାତ୍ରୀଙ୍କୁ…

ଜମ୍ମୁ ଓ କଶ୍ମୀରର ୨୦ଟି ସ୍ଥାନରେ ପୁଲିସର ଚଢଉ

ଶ୍ରୀନଗର : ଜମ୍ମୁ-କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଆତଙ୍କବାଦୀ ଏବଂ ସେମାନଙ୍କ ସମର୍ଥକଙ୍କ ବିରୋଧରେ ସୁରକ୍ଷା ବାହିନୀର ଅଭିଯାନ ତୀବ୍ର ହୋଇଛି। ଏହି ସମୟରେ, ରାଜ୍ୟ ପୁଲିସର ତଦନ୍ତକାରୀ ସଂସ୍ଥାକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ କାଶ୍ମୀରରେ ୨୦ଟି…