ଆତଙ୍କିତ ହୁଅନ୍ତୁ ନାହିଁ, ପ୍ରଚୁର ତୈଳ ମହଜୁଦ୍ ଅଛି-ଆଇଓସିଏଲ୍
ନୂଆଦିଲ୍ଲୀ : ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍ ପକ୍ଷରୁ ପରାମର୍ଶ ଦିଆଯାଇଛି…
