ପାକିସ୍ତାନକୁ କଡ଼ା ସମାଲୋଚନା କଲେ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି କାଟଜୁ
ନୂଆଦିଲ୍ଲୀ,୯।୫: ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ମାର୍କଣ୍ଡେୟ କାଟଜୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ବିବାଦ ଉପରେ କଟାକ୍ଷ କରିଛନ୍ତି। ସେ ଫେସବୁକରେ ଦୁଇଟି ପୋଷ୍ଟ ଲେଖିଛନ୍ତି ଏବଂ ପାକିସ୍ତାନକୁ କଡା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଆମେ ଖୁବ…
