2025

ଭୁବନେଶ୍ବରରେ ହେବ ସାଇନ୍ସ ସିଟି: ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬ ସୁଦ୍ଧା ଏକ ବିକଶିତ ଓଡ଼ିଶାର ବ୍ୟାପକ ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା। ଗୁରୁବାର…

ଅପରେଶନ ସିନ୍ଦୂରର ପ୍ରଭାବ, ଭୁବନେଶ୍ୱରରୁ ବାତିଲ ହେଲା ବିମାନ ଉଡାଣ

ଭୁବନେଶ୍ୱର: ଅପରେସନ ସିନ୍ଦୂର ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି, ଗୁରୁବାର ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନବନ୍ଦରରୁ ୨ଟି ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ରିପୋର୍ଟ ଅନୁଯାୟୀ, ଭୁବନେଶ୍ୱରରୁ ହିଣ୍ଡନ ଗାଜିଆବାଦକୁ ବିମାନ…

ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ

ଭୁବନେଶ୍ୱର: ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ରାଜ୍ୟ ପାଇଁ ଏକ ଐତିହାସିକ ବିମାନ ଚଳାଚଳ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ…

‘ପାକିସ୍ତାନ ସାଇବର ଫୋର୍ସ’ ଦ୍ୱାରା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୱେବସାଇଟ୍ ହ୍ୟାକ୍

ଭୁବନେଶ୍ୱର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ପରବର୍ତ୍ତୀ ସମୟରେ ଅପରେସନ ସିନ୍ଦୂର ମାଧ୍ୟମରେ ଭାରତର ସାମରିକ ପ୍ରତିକ୍ରିୟା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ)ର ୱେବସାଇଟ୍ ‘ପାକିସ୍ତାନ ସାଇବର…

ଅତିକମ୍‌ରେ ନିପାତ ହୋଇଛନ୍ତି ୧୦୦ ଆତଙ୍କୀ : ରାଜନାଥ

ନୂଆଦିଲ୍ଲୀ: ଦିଲ୍ଲୀ ସଂସଦ ଭବନରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି ଅପରେସନ୍ ସିନ୍ଦୂରରେ ଅତିକମ୍‌ରେ ୧୦୦ ଆତଙ୍କବାଦୀ ନିପାତ ହୋଇଛନ୍ତି। ୨୫ ମିନିଟ୍ ଭିତରେ…

ଗୁଗଲ୍‌ରେ ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ସୋଫିଆଙ୍କ ଧର୍ମ କ’ଣ !

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ପାକିସ୍ତାନ ଓ ପାକ୍‌ ଅଧିକୃତ ଜମ୍ମୁ କାଶ୍ମୀରରେ ଏୟାର ଷ୍ଟ୍ରାଇକ୍‌ କରିଛି । ଏହି ବଡ ପଦକ୍ଷେପ ନିଆଯିବା ପରେ ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା।…

ଓଡ଼ିଶା ଆସିବେନି ଶାହା, ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଭୁବନେଶ୍ୱର,୮ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ସମ୍ବଲପୁର ଜିଲାପାଳ। ଚଳିତମାସ ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ଶାହା। ତେବେ ଏହି…

ପାକିସ୍ତାନ ପରେ ବାଂଲାଦେଶ ସୀମାରେ ବଡ଼ ହଲଚଲ, ସେନା ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୮।୫: ଏପଟେ, ପହଲଗାମ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ଏକ ବଡ଼ ଜବାବ ଦେଇଛି। ଅନ୍ୟପକ୍ଷରେ, ପାକିସ୍ତାନ ସହିତ ଡେଇଁପଡ଼ିଥିବା ବାଂଲାଦେଶକୁ ମଧ୍ୟ ଏକ ଛୋଟ ଇଞ୍ଜେକ୍ସନ ଦିଆଯାଇଛି। ପ୍ରକୃତରେ, ବୁଧବାର ଭାରତ ୧୨୩ ଜଣ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ଫେରାଇ ଦେଇଥିଲା।…

ପୁଲିସକର୍ମୀଙ୍କ ଛୁଟି ରଦ୍ଦ, ବନ୍ଦ ହେଲା ସ୍କୁଲ; ‘ଅପରେସନ ସିନ୍ଦୂର’ ପରେ ପଞ୍ଜାବ-ରାଜସ୍ଥାନରେ ହାଇଆଲର୍ଟ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବରେ, ଭାରତ କ୍ଷେପଣାସ୍ତ୍ର ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା। ସେବେଠାରୁ ହତାଶ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗୁଳିମାଡ଼ କରିଚାଲିଛି। ଏହାକୁ ଦୃଷ୍ଟିରେ ରଖି,…

ପାକ୍‌ ଗୋଳାମାଡ଼ରେ ୪ ଶିଶୁଙ୍କ ସମେତ ୧୫ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ପିଓକେରେ ‘ଅପ‌ରେସନ୍‌ ସିନ୍ଦୂର’ ସଫଳ ହେବାର କିଛି ସମୟ ପରେ ପାକିସ୍ତାନ ଏଲ୍‌ଓସି ଏବଂ ଅନ୍ତର୍ଜାତୀୟ ସୀମା ନିକଟରେ ଭାରତୀୟ ଅଞ୍ଚଳକୁ ଟା‌ର୍ଗେଟ୍‌ କରି ପ୍ରବଳ ଗୁଳିଗୋଳା ମାଡ଼ ଜାରି ରଖିଛି। ପାକିସ୍ତାନର ଗୁଳିଗୋଳା ମାଡ଼ରେ ପୁଞ୍ଚ ଏବଂ ତଙ୍ଗଧର…