ଦୀଘାରେ ‘ଜଗନ୍ନାଥ ଧାମ’ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ପୁରୀ: ଦୀଘାରେ ଜଗନ୍ନାଥ ଧାମ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏନେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସୁଦର୍ଶନ ପଟ୍ଟନାୟକ ଉକ୍ତ ଚିଠିରେ ଲେଖିଛନ୍ତି,…
