2025

ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର: ୩ ଦିନ ବର୍ଷିବ। ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ପବନ ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ବହିବାର ପୂର୍ବାନୁମାନ କରିଛି ଆଞ୍ଚଳିକ…

ଇସ୍ରାଏଲ ବିମାନବନ୍ଦରରେ ହୁତି ଆତଙ୍କବାଦୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣ, ନେତନ୍ୟାହୁ ଡକାଇଲେ ଜରୁରୀ ବୈଠକ

ଇସ୍ରାଏଲର ବେନ୍‌ ଗୁରିୟନ ବିମାନବନ୍ଦରରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ହୁତି ଆତଙ୍କବାଦୀମାନଙ୍କ ଦ୍ଵାରା ଏହି ଆକ୍ରମଣ କରାଯାଇଛି। ଏଥିରେ ୬ ନାଗରିକ ଆହତ ହୋଇଥିବା ସୂଚନା ମିଳିନାହିଁ। ଏହି ଘଟଣା ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଜରୁରୀ ବୈଠକ ଡକାଇଛନ୍ତି।…

ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି, ଏସଟିଏଫ୍ ପକ୍ଷରୁ ସୂଚନା

ଭୁବନେଶ୍ୱର : ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି । ରାଜା ଚକ୍ରଙ୍କ କ୍ରସର ୟୁନିଟ ଓ ଅନ୍ୟ ଜାଗାରେ STFର ଚଢ଼ାଉ । କେନ୍ଦୁଝର ଓ ଆଖପାଖ ଅଞ୍ଚଳରେ STFର ସ୍ବତନ୍ତ୍ର ଟିମ୍ ଚଢ଼ାଉ କରୁଛି। ରାଜା ଚକ୍ରଙ୍କ ସମ୍ପତ୍ତି…

ଫ୍ଲାଏଓଭରରୁ ଖସିଲା ଟ୍ୟାଙ୍କର, ଅଳ୍ପକେ ବର୍ତ୍ତିଲେ ଲୋକେ

ରାୟଗଡ଼ା: ରାୟଗଡ଼ାରେ ଏକ ଫ୍ଲାଏଓଭରରୁ ତଳକୁ ଟ୍ୟାଙ୍କର ଖସିପଡ଼ିଥିବା ବେଳେ ଅଳ୍ପକେ ରକ୍ଷା ପାଇଛନ୍ତି ଡ୍ରାଇଭର ଏବଂ ସ୍ଥାନୀୟ ଲୋକମାନେ। ସୂଚନା ଅନୁଯାୟୀ, ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଟ୍ୟାଙ୍କରଟି ବ୍ରିଜର ରେଲିଂକୁ ଧକ୍କା ଦେବା ପରେ ଫ୍ଲାଏଓଭରରୁ ତଳକୁ ଖସି ପଡ଼ିଥିଲା।…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ମୁଖ୍ୟ ଅମରପ୍ରୀତ ସିଂହ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ବୈଠକ ପରେ, ଅମରପ୍ରୀତ ସିଂହ ପ୍ରଧାନମନ୍ତ୍ରୀ ବାସଭବନ ଛାଡି ଚାଲିଯାଇଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମ ଆକ୍ରମଣ ପରେ, ଜାତୀୟ ସୁରକ୍ଷା ସହ ଜଡିତ ବିଷୟ ଉପରେ ଏକ…

କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରୀ ଥାନା ଅଞ୍ଚଳରେ ଗୁଳିକାଣ୍ଡ, ଯୁବକ ଗୁରୁତର

କେନ୍ଦ୍ରାପଡ଼ା: ଯୁବକଙ୍କୁ ଗୁଳିକରି ଦୁର୍ବୃତ୍ତ ଫେରାର । କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରୀ ଥାନା ଅଞ୍ଚଳରେ ଗୁଳିକାଣ୍ଡ । ଭାରିଗୋଳ ଗାଁର ଗୌତମ ମଲ୍ଲିକ ଆହତ । ତାଙ୍କର ବାମ ଜଙ୍ଘରେ ଗୁଳି ବାଜିଛି । ଗୌତମଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜିଲ୍ଲା…

ଗଞ୍ଜାମରୁ ବିପୁଳ ମାରଣାସ୍ତ୍ର ଜବତ, ୧୮ ଅପରାଧୀ ଗିରଫ

ଗଞ୍ଜାମ: ସ୍ପେଶାଲ୍ ଡ୍ରାଇଭରେ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ମିଳିଛି । ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୧୮ ଜଣଙ୍କୁ ଗିରଫ କରିଛି । ୧୭ଟି ମାଉଜର, ୬୬ଟି ଅଫୁଟା ଗୁଳି, ୪ଟି ଖୋକା ସହ ୧୬ ମୋବାଇଲ ଜବତ…

୧୨୮ ବର୍ଷରେ ଯୋଗଗୁରୁ ଶିବାନନ୍ଦ ମହାରାଜଙ୍କ ପରଲୋକ

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରଖ୍ୟାତ ଯୋଗଗୁରୁ ସ୍ଵାମୀ ଶିବାନନ୍ଦ ସରସ୍ଵତୀ ମହାରାଜଙ୍କ ପରଲୋକ ଘଟିଛି। ରବିବାର ୧୨୮ ବର୍ଷ ବୟସରେ ସେ ପରଲୋକ ଗମନ କରିଛନ୍ତି। ହୃଦଘାତ ଯୋଗୁ ସ୍ଵାମୀ ଶିବାନନ୍ଦଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସେ ଉତ୍ତରପ୍ରଦେଶର ବାରାଣସୀରେ ରହୁଥିଲେ।…

ବେଆଇନ ପାର୍ଟ-ପ୍ଲଟ ରେଜିଷ୍ଟ୍ରେସନ ଅଭିଯୋଗରେ ୨ ରାଜସ୍ୱ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର: ଶୃଙ୍ଖଳାଗତ କାରଣରୁ ଦୁଇ ଜଣ ଅତିରିକ୍ତ ତହସିଲଦାର ଗିଟୁ ବେହେରା ଏବଂ ନାରାୟଣ ସେଠୀଙ୍କୁ ନିଲମ୍ବିତ କରାଯାଇଛି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଅଧିକାରୀମାନଙ୍କୁ ତୁରନ୍ତ ପ୍ରଭାବରୁ ନିଲମ୍ବିତ କରାଯାଇଛି ଏବଂ ସେମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ…

ଇମ୍ରାନ ଖାନ ଓ ବିଲାୱଲ ଭୁଟ୍ଟୋଙ୍କ ‘ଏକ୍ସ’ ଆକାଉଣ୍ଟ ବ୍ଲକ୍‌

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋଙ୍କ ‘ଏକ୍ସ’ ଆକାଉଣ୍ଟକୁ ଭାରତରେ ବ୍ଲକ୍ କରାଯାଇଛି। ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନର ସୂଚନା…