2025

ଆସନ୍ତା ୨୦ରେ ସର୍ବଭାରତୀୟ ଧର୍ମଘଟ ଡାକରା ଦେଲେ ଶ୍ରମିକ ସଂଗଠନ

ଭୁବନେଶ୍ବର:ଆଗାମୀ ୨୦ ତାରିଖରେ ବିଭିନ୍ନ ସଂଗଠନ ପକ୍ଷରୁ ଧର୍ମଘଟ ଡକରା ଦିଆଯାଇଛି। ଶ୍ରମିକ ବିରୋଧୀ ପୁଞ୍ଜିପତି ସପକ୍ଷବାଦୀ ୪ ଶ୍ରମ କୋଡ୍ ବାତିଲ ସହିତ ଶ୍ରମିକ, କୃଷକ, କ୍ଷୁଦ୍ର ବ୍ୟବସାୟୀ, ମହିଳା, ଛାତ୍ର ଯୁବକ ତଥା ସମଗ୍ର ଦେଶବାସୀଙ୍କର ୧୭ ଦଫା…

ସୌରଶକ୍ତିରେ ପରିଚାଳିତ ହେବ ସରକାରୀ କାର୍ଯ୍ୟାଳୟ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାର ବୈଦ୍ୟୁତିକ ଯାନବାହନ ଚଳାଚଳ ବୃଦ୍ଧି ପାଇଁ ନୂତନ ପଲିସି ଆଣିବାକୁ ଯାଉଛନ୍ତି। ବୈଦ୍ୟୁତିକ ଯାନର ବ୍ୟବହାର ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ପଲିସି ପ୍ରଣୟନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…

ପାଟଣାଗଡ ପାର୍ସଲ ବୋମା ମାମଲା: ଜୁନ୍ ୧୭ ସୁଦ୍ଧା ଚୂଡ଼ାନ୍ତ ରାୟ

ବଲାଙ୍ଗୀର: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ପାର୍ସଲ ବୋମା ମାମଲା । ଜୁନ୍ ୧୭ ସୁଦ୍ଧା ଆସିବ ମାମଲାର ଚୂଡ଼ାନ୍ତ ରାୟ । ଏନେଇ ପୂର୍ବରୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ରହିଛି । ଆସନ୍ତା ୫ ତାରିଖରେ ପ୍ରତିପକ୍ଷଙ୍କ ସାକ୍ଷ୍ୟଗ୍ରହଣ ନେଇ…

ମେ’ ୨୭ରୁ ଚାରିଧାମକୁ ଗଡ଼ିବ ଭାରତ ଗୌରବ ଡିଲକ୍ସ ଟ୍ରେନ୍‌

ନୂଆଦିଲ୍ଲୀ: ବଦ୍ରିନାଥଧାମ, ଜଗନ୍ନାଥଧାମ, ରାମେଶ୍ୱରମ୍ ଏବଂ ଦ୍ୱାରକାଧାମକୁ ପ୍ରତ୍ୟେକ ଭାରତୀୟ ପରିଦର୍ଶନ କରିବାକୁ ଇଚ୍ଛା କରନ୍ତି। ଦେଶର ଏହି ଚାରିଧାମକୁ ଟ୍ରେନରେ ଯାତ୍ରା କରିବା ସମ୍ଭବ ହୋଇପାରିଛି। ଏଥିପାଇଁ ଭାରତୀୟ ରେଳବାଇ ଦ୍ୱାରା ‘ଭାରତ ଗୌରବ ଡିଲକ୍ସ ପର୍ଯ୍ୟଟନ ଟ୍ରେନ୍’ ଚଳାଚଳ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ

ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିବା ଖବର ସାମ୍ନାକୁ ଆସିଛି । ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି l ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ…

ଖାନ ନଗର ବ୍ରିଜ ନିର୍ମାଣ ବେଳେ ଅଘଟଣ, ତିନି ମୃତ

କଟକ: ନିର୍ମାଣାଧୀନ ବ୍ରିଜ୍‌ରେ ଅଘଟଣ ଘଟିଛି। କଟକର ଖାନ୍‌ନଗରସ୍ଥିତ ବ୍ରିଜ ନିର୍ମାଣ ବେଳେ ସ୍ଲାବ୍‌ ଖସିପଡ଼ିବାରୁ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନ୍ୟ ୨ ଜଣ ଗୁରୁତରଙ୍କର ଚିକିତ୍ସା ଜାରି ରହିଛି। ମୃତ ଶ୍ରମିକମାନେ…

ପାକିସ୍ତାନ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭାରତକୁ ପୂର୍ଣ୍ଣ ଅଧିକାର ଅଛି: ପୂର୍ବତନ ଆମେରିକୀୟ ଏନଏସଏଙ୍କ ଖେଲା ସମର୍ଥନ

ୱାଶିଂଟନ: ପୂର୍ବତନ ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଜନ୍ ବୋଲ୍ଟନ କହିଛନ୍ତି ଯେ, ଦକ୍ଷିଣ ଏସିଆରେ କେହି ସଂଘର୍ଷ ଦେଖିବାକୁ ଚାହାନ୍ତି ନାହିଁ କିନ୍ତୁ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତକୁ ପାକିସ୍ତାନ ବିରୁଦ୍ଧରେ ଆତ୍ମରକ୍ଷା ପାଇଁ କାର୍ଯ୍ୟାନୁଷ୍ଠାନ ନେବାର…

ଏମ୍ସ ଭୁବନେଶ୍ୱରର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣ୍ଣ ସମର୍ଥନ ପ୍ରତିଶ୍ରୁତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଏମ୍ସ ଭୁବନେଶ୍ୱର ଅଧ୍ୟକ୍ଷ ଡ. ଶୈଳେଶ କୁମାର ଗତକାଲି ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ, ଡ. ବିଶ୍ୱାସ…

ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ବୈଠକ, ମତାମତ ପାଇଁ ସେବାୟତ ନିଯୋଗକୁ ଚିଠି

ପୁରୀ : ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ବୈଠକ ଶେଷ ହୋଇଛି l ବୈଠକରେ ମହାପ୍ରଭୁଙ୍କ ତିନି ବାଡ଼ର ବାଡ଼ଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଏଲୋଚନା ହୋଇଥିଲା l ବୈଠକରେ ୪ଟି ବିନ୍ଦୁକୁ…

ସିରିଆରେ ତୁର୍କୀ ଏବଂ ଇସ୍ରାଏଲୀ ଯୁଦ୍ଧ ବିମାନ ମୁହାଁମୁହିଁ

ଡାମାସ୍କସ୍: ସିରିଆରେ ଇସ୍ରାଏଲ ଏବଂ ତୁର୍କୀ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଶନିବାର ସନ୍ଧ୍ୟାରେ ସିରିଆରେ ଇସ୍ରାଏଲୀ ବିମାନ ଆକ୍ରମଣ ପରେ ତୁର୍କୀ ଏବଂ ଇସ୍ରାଏଲୀ ଲଢ଼ୁଆ ବିମାନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଦେଖାଯାଇଛି। ସିରିଆରେ ଉଭୟ ଦେଶର ଯୁଦ୍ଧ…