2025

ଶୀତଳଷଷ୍ଠୀର ଆଦ୍ୟ ପର୍ବ ଥାଳ ଉଠା ଅନୁଷ୍ଠିତ

ସମ୍ବଲପୁର : ସମ୍ପନ୍ନ ହେଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଆଦ୍ୟ କାର୍ଯ୍ୟକ୍ରମ ଥାଳ ଉଠା ପର୍ବ । ସମ୍ପୂର୍ଣ୍ଣ ରୀତି ନୀତି ଅନୁଯାୟୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା ଥାଳ ଉଠା ପର୍ବ । ଆଜି ପବିତ୍ର ଅକ୍ଷୟ ତୃତୀୟାରେ…

କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ…

ଆସିଲା ଆଜ୍ଞାମାଳ; ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜିଠାରୁ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥକାଠ ଅନୁକୁଳ ହୋଇଯାଇଛି। ଏଥିସହ ନୀତି ଓ ଚନ୍ଦନଯାତ୍ରା କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର…

୧.୧୩ କୋଟି  କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଅଭିଯୁକ୍ତ ନୀଲେଶ କର ଦୋଷୀ ସାବ୍ୟସ୍ତ

ବାଲେଶ୍ବର : କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ବାଲେଶ୍ୱର ଜିଲ୍ଲା ଅଦାଲତ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଓଡ଼ିଶା ଜମାକାରୀ ସ୍ୱାର୍ଥ ସୁରକ୍ଷା ଆଇନ, ୨୦୧୧ ଅନୁଯାୟୀ ଗଠିତ ନିର୍ଦ୍ଦିଷ୍ଟ ଅଦାଲତ…

ମେ ୧୪ରେ ଓସିଏସ୍ ଆନ୍‌ଥ୍ରୋପୋଲୋଜି ପରୀକ୍ଷା

କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍‌) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍‌ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି…

ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି…

ପିସିସି ସଭାପତି ଭକ୍ତ ଚରଣ ଦାସ ଦେଶବାସୀଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେପି

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିବା ଘଟଣାରେ ଆଜି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ ଭକ୍ତ ଚରଣ ଦାସ ଓ କଂଗ୍ରେସ ଉପରେ ବର୍ଷିଛନ୍ତି। ଏକ ସାମ୍ବାଦିକ…

ଅଖିମୁଠି ଅନୁକୂଳ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପବିତ୍ର ଅକ୍ଷୟ ତୃତୀୟା ଦିନ ଅଖିମୁଠି ଅନୁକୂଳ କରାଯିବାର ପରମ୍ପରା ରହିଛି। ଆଜି ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ଗ୍ରାମର କୃଷି ବିଜ୍ଞାନ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା କୃଷକ…

ଅକ୍ଷୟ ତୃତୀୟାରେ ଅକ୍ଷି ମୁଠି ଅନୁକୂଳ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ବରଗଡ : ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ସରକାରୀ କୃଷି ଫାର୍ମ ଚକୁଳିରେ ରାଜସ୍ବ ମନ୍ତ୍ରୀ ତଥା କେନ୍ଦ୍ର ମନ୍ତ୍ରୀ ସୁରେଶ ପୂଜାରୀ ଜିଲ୍ଲାସ୍ତରୀୟ ଭୂମି ପୂଜନ ସହ ଅକ୍ଷି ମୁଠି ଅନୁକୂଳ କରିଛନ୍ତି ।ବରଗଡ଼ ଜିଲ୍ଲା ପାଲ ଆଦିତ୍ୟ…

ଅକ୍ଷୟ ତୃତୀୟାରୁ ଆକାଶବାଣୀ ସମ୍ବଲପୁର କେନ୍ଦ୍ରରୁ ଆରମ୍ଭ ହେବ ପ୍ରତି ଘଣ୍ଟାର ମୁଖ୍ୟ ସମ୍ବାଦ

ସମ୍ବଲପୁର : ଆକାଶବାଣୀ ସମ୍ବଲପୁର ଆଞ୍ଚଳିକ ସମ୍ବାଦ ବିଭାଗ ପକ୍ଷରୁ ଆସନ୍ତାକାଲି (ଏପ୍ରିଲ ୩୦) ଅକ୍ଷୟ ତୃତୀୟା ଠାରୁ ପ୍ରତ୍ୟେକ ଦିନ ଅପରାହ୍ନ ୪ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଘଣ୍ଟାରେ ଖବର ଶୀର୍ଷକ (News Headlines) ପ୍ରସାରଣ କରାଯିବ। ଶ୍ରୋତାମାନେ…