2025

ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିସାରିଛନ୍ତି: ପୁଲିସ ଡିଜି

ଭୁବନେଶ୍ବର: ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଜାତୀୟ ସୁରକ୍ଷା ଚିନ୍ତା ବୃଦ୍ଧି ପାଇବା ପାଇଛି। ଓଡ଼ିଶା ସରକାର ରାଜ୍ୟରେ ବେଆଇନ ଭାବରେ ରହୁଥିବା କିମ୍ବା ଅଧିକ ସମୟ ଧରି ରହୁଥିବା ବିଦେଶୀ ନାଗରିକଙ୍କ ବିରୁଦ୍ଧରେ ସତର୍କତା ଅବଲମ୍ବନ କରିବାକୁ କଠୋର…

ପାରାଦୀପ ପାଇପ ଷ୍ଟକୟାର୍ଡରେ ନିଆଁ, କୋଟି କୋଟି ଟଙ୍କାର ସ୍କ୍ରାପ ପାଇପ୍ ପୋଡ଼ି ନଷ୍ଟ

ପାରାଦୀପ : ଟେକ୍ନୋମାଉଣ୍ଟ-ମେଣ୍ଟାଲକ୍ରାଫ୍ଟ କମ୍ପାନୀ ପାଇପ ଷ୍ଟକୟାର୍ଡ ରେ ନିଆଁ । ହୁତୁ ହୁତୁ ହୋଇ ଜଳି ଯାଇଛି ପାଇପ୍ । ଘଟଣାସ୍ଥଳରେ ୭ ରୁ ଉର୍ଦ୍ଧ୍ବ ଅଗ୍ନିଶମ ଗାଡ଼ି ନିଆଁକୁ ପାଖାପାଖି ୩ ଘଣ୍ଟା ଅକ୍ଳାନ୍ତ ପରିଶ୍ରମ କରିବା ପରେ…

ଆତଙ୍କବାଦୀ ଭାବୁଛନ୍ତି ଯେ ଆମେ ପାକିସ୍ତାନ ସହିତ ଯିବୁ, ସେମାନେ ଭୁଲ : ଫାରୁକ ଅବଦୁଲ୍ଲା

ନୂଆଦିଲ୍ଲୀ: ଜମ୍ମୁ ଏବଂ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ସୋମବାର (୨୮ ଏପ୍ରିଲ, ୨୦୨୫) କହିଛନ୍ତି ଯେ କାଶ୍ମୀରବାସୀ ୧୯୪୭ ମସିହାରେ ଦୁଇ ରାଷ୍ଟ୍ର ତତ୍ତ୍ୱକୁ ପାଣିରେ ଫିଙ୍ଗି ଦେଇଥିଲେ ଏବଂ କହିଥିଲେ ଯେ ସେମାନଙ୍କର ଅଞ୍ଚଳ ପାକିସ୍ତାନ ସହିତ…

ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ

ଭୁବନେଶ୍ୱର: ବାଙ୍ଗିରିପୋଷି-ପୁରୀ ଇଣ୍ଟରସିଟି ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍‌ରେ ଏଲଏଚବି କୋଚ୍‌‌ର ଶୁଭାରମ୍ଭ ହୋଇଛି। ସୋମବାର ଠାରୁ ଆରମ୍ଭ ହୋଇଛି ଏହି ଟ୍ରେନ। ଲୋକସଭା ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଲୀ ମୁର୍ମୁ, ସାରସକଣା…

ଆଜି ଠାରୁ ମେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର : ୫ ଦିନ କାଳବୈଶାଖୀ ବର୍ଷା । ରାଜ୍ୟର ପ୍ରାୟ ସବୁ ଜିଲ୍ଲାକୁ ଆଲର୍ଟ । ଆଜି ଠାରୁ ମେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା। ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା…

ପହଲଗାମ ଆକ୍ରମଣକୁ ନେଇ କଂଗ୍ରେସ ନେତାଙ୍କ ବୟାନବାଜୀକୁ ନେଇ ରାହୁଲ ଅସନ୍ତୁଷ୍ଟ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶରେ ପାକିସ୍ତାନ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି ହେଉଥିବାର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଘୋଷଣା କରିଛନ୍ତି ଯେ ଆତଙ୍କବାଦୀମାନଙ୍କୁ କଳ୍ପନା ବାହାରେ ଦଣ୍ଡ ଦିଆଯିବ। ଏହି ସମୟରେ,…

ଓପିଏସସି ଓ ଓଏସଏସସି ପରୀକ୍ଷାରେ ତୃଟି ମାମଲା; ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓପିଏସସି ଓ ଓଏସଏସସି ପରୀକ୍ଷା ବିଭ୍ରାଟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି, ଏହି ଘଟଣାର ସଂପୃକ୍ତ ବିଭାଗ ତଦନ୍ତ କରିବ । ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ ହେବ…

ପହଲଗାମ ଘଟଣାକୁ ଆଳ କରି ରାଜ୍ୟମାନ୍ୟତା ମାଗିବୁ ନାହିଁ : ଓମର

ଶ୍ରୀନଗର: ପହଲଗାମରେ ନିର୍ଦ୍ଦୋଷ ହିନ୍ଦୁଙ୍କ ହତ୍ୟାକାଣ୍ଡ ଉପରେ ସୋମବାର ୨୮ ଏପ୍ରିଲ ୨୦୨୫ରେ ଜମ୍ମୁ ଏବଂ କାଶ୍ମୀର ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଡାକି ଏକ ନିନ୍ଦା ପ୍ରସ୍ତାବ ଉପସ୍ଥାପିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ…

କେବଳ ସରକାରୀସ୍ତରରେ ବ୍ୟବହାର ହେବ ଜାତୀୟ ଚିହ୍ନ, ନଚେତ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଜାତୀୟ ଚିହ୍ନ ଅଶୋକସ୍ତମ୍ଭର ଅପବ୍ୟବହାରକୁ ନେଇ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନକୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ । ଯଦି କୌଣସି ଠାରେ ଏହାର…

୬୩ ହଜାର କୋଟିର ୨୬ଟି ରାଫେଲ ବିମାନ କିଣିବ ଭାରତ

ନୂଆଦିଲ୍ଲୀ: ବାୟୁସେନା ପରେ ନୌସେନାରେ ରାଫେଲ ସାମିଲ ହେବ, ଯାହା ନୌସେନାର ଶକ୍ତି ବୃଦ୍ଧିରେ ସହାୟକ ହେବ। ରାଫେଲ କ୍ରୟ ନେଇ ଫ୍ରାନ୍ସ ସହ ଭାରତ ଚୁକ୍ତି ସ୍ବାକ୍ଷରିତ କରିବ । ଭାରତ ୨୬ଟି ରାଫେଲ୍ ମେରାଇନ୍ ଲଢ଼ୁଆ ବିମାନ କିଣିବା…