2025

ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି

ଭୁବନେଶ୍ବର : ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ । ଖଣ୍ଡଗିରି ଅଞ୍ଚଳରେ ଗଞ୍ଜେଇ ଜବତ ହୋଇଛି । ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି । ସୂଚନା ଅନୁସାରେ ଫୁଲବାଣୀରୁ ହିମାଚଳ ଗଞ୍ଜେଇ ଯାଉଥିଲ । ପାଞ୍ଚ କ୍ଵିଣ୍ଟାଲ…

ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ: ଶଶି ଥରୁର

ନୂଆଦିଲ୍ଲୀ: ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ। କଂଗ୍ରେସ ନେତା ଶଶି ଥରୁର, ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)ର ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋଙ୍କୁ ଏଭଳି କହିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି…

କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ, ଏନକାଉଣ୍ଟର ଭୟରେ କଲା ଆତ୍ମସମର୍ପଣ

ଭୁବନେଶ୍ୱର: ରାଜଧାନୀରେ କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ। କୁଖ୍ୟାତ ଅପରାଧୀ ସାଦିକୁଲ୍ ଇସଲାମକୁ ଗିରଫ କରିଛି ଖାରବେଳନଗର ପୋଲିସ। ପୋଲିସକୁ ଚକମା ଦେଇ ଖସିଯିବାକୁ ଉଦ୍ୟମ କରିଥିଲା ବେଳେ ଏନକାଉଣ୍ଟର କରିବାକୁ ପ୍ରସ୍ତୁତ ଥିଲା ପୋଲିସ। ଏନକାଉଣ୍ଟର ଭୟରେ ଆତ୍ମସମର୍ପଣ କରିଛି…

ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ, ଲୋକଙ୍କ ପାଇଁ ସତର୍କ ଜାରି କରିଛନ୍ତି ସରକାର

ଭୁବନେଶ୍ୱର : ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ । ଆତଙ୍କୀ ହମ୍ ଲା ପରେ ଏକାଧିକ ଷ୍ଟେସନକୁ ହାଇ ଆଲର୍ଟ କରାଯାଇଛି । RPF ପୋଲିସ ଦ୍ବାରା ଫ୍ଲାଗ ମାର୍ଚ୍ଚ । RPF ଆଇଆଇସି ଏବଂ ଏସଆଇ ଫ୍ଲାଗ ମାର୍ଚ୍ଚରେ…

ପାକିସ୍ତାନର ବଜେଟ୍ ଆମ ସାମରିକ ବଜେଟଠୁ ବି କମ୍: ଅସଦୁଦ୍ଦିନ ଓୱେସି

ନୂଆଦିଲ୍ଲୀ: ୨୨ ଏପ୍ରିଲରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ଦୋହଲାଇ ଦେଇଛି। ଏହାକୁ ନେଇ ସାରା ଦେଶରେ କ୍ରୋଧ ରହିଛି। ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱେସିଙ୍କ ଏକ ଭିଡିଓ ମଧ୍ୟ ଭାଇରାଲ…

ଓଡ଼ିଶାର ସାମଗ୍ରିକ ବିକାଶ ହିଁ ମଧୁବାବୁଙ୍କର ସ୍ବପ୍ନ : ମୋହନ ମାଝୀ

ଭୁବନେଶ୍ୱର : ମଧୂବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ମଧୁସୂଦନ ଦାସଙ୍କ ୧୭୭ ଜନ୍ମଜୟନ୍ତୀ ଅବସରରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଧୁବାବୁ ଥିଲେ ଓଡ଼ିଆ ଜାତିର ଗର୍ବ ଏବଂ ଗୌରବର ପ୍ରତୀକ। ଓଡ଼ିଶାର…

ଆରବ ସାଗରରେ ଭାରତୀୟ ନୌସେନାର ଯୁଦ୍ଧାଭ୍ୟାସ, ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ ଜାରି

ପହଲଗାଓଁ ଆତଙ୍କବାଦୀ ଆକ୍ରମଣକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଭାରତୀୟ ନୌସେନା ନିଜର ଯୁଦ୍ଧାଭ୍ୟାସ ଚଳାଇଛି। ନୌସେନାର ଜାହାଜ, କ୍ଷେପଣାସ୍ତ୍ର ଏବଂ ଓ୍ବିପନ ସିଷ୍ଟମଗୁଡ଼ିକୁ ପରୀକ୍ଷଣ କରାଯାଉଛି। ଆରବ ସାଗରରେ ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ…

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଠକୁଥିଲେ ଯୁବକ, ଗିରଫ କଲା ପୋଲିସ

ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି…

ଭାରତୀୟ ଯବାନଙ୍କୁ ହସ୍ତାନ୍ତର ପାଇଁ ମନା କଲା ପାକିସ୍ତାନ

ଭୁଲବଶତଃ ପାକିସ୍ତାନ ସୀମାରେ ପ୍ରବେଶ କରିଥିବା ବିଏସଏଫ ଯବାନ ପୁର୍ନମ ସାହୁଙ୍କୁ ବନ୍ଦୀ ରଖିଛି ପାକିସ୍ତାନ। ଭାରତକୁ ହସ୍ତାନ୍ତର କରିବାକୁ ପାକ୍ ରେଞ୍ଜର୍ସ ମନା କରିଦେଇଛନ୍ତି। ପଞ୍ଜାବର ଫେରୋଜପୁର ଅଞ୍ଚଳରେ ବାଟ ଭୁଲିଯାଇଥିବା କିଛି କୃଷକଙ୍କୁ ବାଟ ଦେଖାଇ ନେଉଥିବାବେଳେ ପୁର୍ନମ…

ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ

ଭୁବନେଶ୍ବର: କେନ୍ଦ୍ର ଏବଂ ରାଜ୍ୟରେ ବିଜେପି ସରକାର। କିନ୍ତୁ କେହି ସମ୍ବିଧାନ ମାନୁନାହାନ୍ତି। ଏଥିପାଇଁ ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ। ସେ…