ଓଏସଏସସି ଏବଂ ଓପିଏସସି ପରିଚାଳିତ ପରୀକ୍ଷାରେ ତ୍ରୁଟି
ଭୁବନେଶ୍ବର : ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (OSSC) ଏବଂ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ସାମ୍ନାକୁ ଆସିଛି । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ ତ୍ରୁଟି ସ୍ବୀକାର କରିବା ସହ ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି ଓପିଏସସି…
