2025

ନ୍ୟାଶନାଲ ପାର୍କ ମାନ୍ୟତା ପାଇଲା ଶିମିଳିପାଳ ଜାତୀୟ ଉଦ୍ୟାନ

କେନ୍ଦୁଝର : ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ…

ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ ପାକିସ୍ତାନର ହାତ ଅଛି ବୋଲି ଭାରତ ପ୍ରମାଣ ଦେଉ – ଇସାକ ଡାର

ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି ପ୍ରମାଣ ଅଛି, ତେବେ ତାହା ଉପସ୍ଥାପନ କରିବା ଉଚିତ। ଜାତୀୟ ସୁରକ୍ଷା କମିଟି…

ପାକିସ୍ତାନ ନାଗରିକଙ୍କ ଭିସା ବାତିଲ ପରେ ଅଡୁଆରେ ସୀମା ହାଇଦର

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରି ଦେଶରେ ରହୁଥିବା ସମସ୍ତ ପାକିସ୍ତାନୀ ନାଗରିକଙ୍କ ଭିସା ବାତିଲ କରିଛନ୍ତି। ଏହା ସହିତ, ୪୮ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି।…

ବାହା ଆଜି ନହେଲେ କାଲି ହେବି, ହେଲେ ସରକାର ୱାଘା-ଅଟାରୀ ସୀମାକୁ ବନ୍ଦ କରି ଉଚିତ ନିଷ୍ପତ୍ତି ନେଇଛନ୍ତି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ୱାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ସୀମା ଦେଇ କେହି ପାକିସ୍ତାନରୁ ଭାରତ ଆସିପାରିବେ ନାହିଁ। କି କେହି ଭାରତରୁ ପାକିସ୍ତାନ ଯାଇ ପାରିବେ ନାହିଁ। ଏଭଳି ପରିସ୍ଥିତି ହେତୁ…

ପାକିସ୍ତାନ ଦୂତାବାସ ବାହାରେ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ : ପହେଲଗାଓଁ ଆକ୍ରମଣ ଘଟଣାର ନିନ୍ଦା କରି ଭାରତୀୟମାନେ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଦୂତାବାସ ବାହାରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଘଟଣା ଦୁଇଦେଶ ମଧ୍ୟରେ ଖରାପ ଥିବା ସମ୍ପର୍କକୁ ଆହୁରି ତିକ୍ତ କରିଦେଇଥିବାବେଳେ ଭାରତୀୟମାନେ ଏକାଠି ହୋଇ ପାକ୍‌…

ଏମିତି ଦଣ୍ଡ ମିଳିବ ଯାହା ସେମାନେ କେବେ କଳ୍ପନା ବି କରିନଥିବେ – ମୋଦି

ପାଟନା : ପହେଲଗାଓଁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କୁ ଚିହ୍ନଟ କରାଯିବ। ସେମାନଙ୍କୁ ଗୋଟି ଗୋଟି କରି ଖୋଜାଯିବ ଏବଂ ଦଣ୍ଡିତ କରାଯିବ। ଯେଉଁମାନେ ଏହି କାଣ୍ଡ ପଛରେ ରହିଛନ୍ତି ସେମାନଙ୍କୁ ତାଙ୍କ କଳ୍ପନାଠାରୁ ବହୁତ ବଡ଼ ଦଣ୍ଡ ଦିଆଯିବ,…

ପାକିସ୍ତାନର ସରକାରୀ ‘X’ ହ୍ୟାଣ୍ଡେଲ ଭାରତରେ ବ୍ଲକ

ନୂଆଦିଲ୍ଲୀ : ଜାମ୍ମୁ କାଶ୍ମୀର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ସରକାର ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଜି ସାମାଜିକ ଗଣମାଧ୍ୟମ ଏକ୍ସ (ପୂର୍ବରୁ ଟ୍ୱିଟର) ପାକିସ୍ତାନ ସରକାରଙ୍କ ଏକ୍ସ ଆକାଉଣ୍ଟକୁ ବ୍ଲକ କରିଛନ୍ତି। ଫଳରେ ଏହା ଭାରତକୁ ଦୃଶ୍ୟମାନ…

ଭୁଲବଶତଃ ଆନ୍ତର୍ଜାତୀୟ ସୀମା (ଜିରୋ ଲାଇନ) ପାର କରି ପାକିସ୍ତାନ ଅଞ୍ଚଳରେ ପ୍ରବେଶକରିଗଲେ ବିଏସଏଫ ଯବାନ

ନୂଆଦିଲ୍ଲୀ,୨୪।୪: ପଞ୍ଜାବର ଫିରୋଜପୁର ସେକ୍ଟରରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି। ବୁଧବାର ଭାରତୀୟ ସୀମା ସୁରକ୍ଷା ବଳ (ବିଏସଏଫ)ର ଜଣେ ଯବାନ ଡ୍ୟୁଟି ସମୟରେ ଭୁଲବଶତଃ ଆନ୍ତର୍ଜାତୀୟ ସୀମା (ଜିରୋ ଲାଇନ) ପାର କରି ପାକିସ୍ତାନ ଅଞ୍ଚଳରେ ପ୍ରବେଶ କରିଥିଲେ।…

ଭାଙ୍ଗିଗଲା ପାକ୍‌ ଅଭିନେତ୍ରୀଙ୍କ ସ୍ବପ୍ନ

ନୂଆଦିଲ୍ଲୀ: ଗତ ମଙ୍ଗଳବାର କଶ୍ମୀର ଉପତ୍ୟକାରେ ଆତଙ୍କବାଦୀଙ୍କ ବର୍ବର ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏହାକୁ ନେଇ ଦେଶରେ ତୀବ୍ର ଆଲୋଡ଼ନ ସୃଷ୍ଟି ହୋଇଛି। ଆତଙ୍କବାଦୀଙ୍କ ଆଗରେ ଭାରତ ମୁଣ୍ଡ ନୁଆଁଇବ ନାହିଁ ଏବଂ ଆତଙ୍କବାଦୀଙ୍କୁ ନିପାତ କରିବା…

ଆଇଏନଏସ୍ ସୁରତର ସଫଳ ପରୀକ୍ଷଣ କଲା ଭାରତୀୟ ନୌସେନା

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ-ପାକିସ୍ତାନ ସମ୍ପର୍କ ଏକ ଉତ୍ତେଜନାପୂର୍ଣ୍ଣ ପର୍ଯ୍ୟାୟ ଦେଇ ଗତି କରୁଛି। ଏହି ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ, ଭାରତ ଏକ କଠୋର ନିଷ୍ପତ୍ତି ନେଇ ପାକିସ୍ତାନ ବିରୋଧରେ ୫ଟି ବଡ଼ ନିଷ୍ପତ୍ତି ନେଇଛି।…