ପାକିସ୍ତାନ ନଯିବାକୁ ଭାରତୀୟଙ୍କୁ କହିଲା ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ: ପାକିସ୍ତାନ ଯାଅନି… ଭାରତୀୟ ନାଗରିକଙ୍କୁ ପାକିସ୍ତାନ ନଯିବାକୁ ସତର୍କ କରାଇବା ସହ ପରାମର୍ଶ ଦେଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ । କୌଣସି ପରିସ୍ଥିତିରେ ବି ପାକିସ୍ତାନ ଗସ୍ତ ନକରିବାକୁ କୁହାଯାଇଛି ଏଥିସହ ଯେଉଁମାନେ ପାକିସ୍ତାନରେ ଅଛନ୍ତି ସେମାନଙ୍କ ମଧ୍ୟ ଭାରତ…
