ପହଲଗାମ ଘଟଣାରେ ଆମେ ସରକାରଙ୍କ ସହ ଅଛୁ – କଂଗ୍ରେସ ଅଧ୍ୟକ୍ଷ
ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ବୁଧବାର ଟୁଇଟରରେ ପୋଷ୍ଟ କରି କହିଛନ୍ତି ଯେ ନିର୍ଦ୍ଦୋଷ ପର୍ଯ୍ୟଟକଙ୍କ ହତ୍ୟା ଅତ୍ୟନ୍ତ…
